ଭୁବନେଶ୍ୱର: ପ୍ରାୟ ଅଢେଇ ମାସ ପରେ ଆଜିଠାରୁ ରାଜ୍ୟ ଭିତରେ ଗଡ଼ିଛି ଟ୍ରେନ । ସୋମବାର ସକାଳ ୫ ଟା ୧୦ ସମୟରେ ପ୍ରଥମ ଟ୍ରେନ ରାଉରକେଲାରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରା ଆରମ୍ଭ କରିଛି ।
ପୂର୍ବତଟ ରେଳତଟ ପକ୍ଷରୁ ରାଜ୍ୟ ଭିତରେ ୬ଟି ସ୍ପେଶାଲ ଟ୍ରେନ୍ ଗଡ଼ିବ ବୋଲି ସୂଚନା ମିଳିଛି। ଭୁବନେଶ୍ୱରରୁ ବଲାଙ୍ଗିର, ଭଦ୍ରକ, ବ୍ରହ୍ମପୁର, କୋରାପୁଟ ଓ ରାଉରକେଲାକୁ ଏବଂ ସମ୍ବଲପୁରରୁ ଖୋର୍ଦ୍ଧା ରୋଡ୍ ଷ୍ଟେସନ୍ ମଧ୍ୟରେ ଏହି ୬ଟି ସ୍ୱତନ୍ତ୍ର ଟ୍ରେନ୍ ଚାଲିବ।
ଭୁବନେଶ୍ୱର-କୋରାପୁଟ ସ୍ପେଶାଲ ଟ୍ରେନ୍ଟି ସମ୍ବଲପୁର, ଟିଟିଲାଗଡ଼ ଓ ରାୟଗଡ଼ା ଦେଇ ଚଳାଚଳ କରିବ। ଏହି ଟ୍ରେନଟି ସପ୍ତାହକକୁ ୩ ଦିନ ଚଳାଚଳ କରିବ। ଅନ୍ୟ ୫ଟି ସ୍ପେଶାଲ୍ ଟ୍ରେନ୍ କେବଳ ଶନିବାର ଓ ରବିବାରକୁ ଛାଡ଼ି ଅନ୍ୟ ୫ ଦିନ ଯିବା ଆସିବା କରିବ।
ସ୍ପେଶାଲ ଟ୍ରେନ୍ ପାଇଁ ଟିକେଟ୍, ରିଜର୍ଭେସନ କାଉଣ୍ଟର ଓ IRCTC ୱେବସାଇଟରୁ ମିଳିବ। କେବଳ କନ୍ଫର୍ମ ଟିକେଟ ଥିବା ଯାତ୍ରୀଙ୍କୁ ଯାତ୍ରା ପାଇଁ ଅନୁମତି ମିଳିବ ବୋଲି ରେଲୱେ ପକ୍ଷରୁ ସୂଚନା ମିଳିଛି ।
BREAKING NEWS
- Town Hall Event: ଓଡ଼ିଶା ରାଜନୀତି ଓ ଅର୍ଥନୀତିରେ ‘ବିକଳ୍ପ’ର ସନ୍ଧାନ: ଭୁବନେଶ୍ୱରରେ ଅନୁଷ୍ଠିତ ହେଲା ‘ଟାଉନ ହଲ୍’
- Joins BJP: ‘ବିଜେଡିର ଉତ୍ତରାଧିକାରୀ ଯୋଜନା ନାହିଁ,ସୁଶାସନ ଦେଇ ପାରିବନି’;ପଦ୍ମ ଧରିବା ପରେ ରବୀନ୍ଦ୍ରଙ୍କ ଆଟାକ୍
- Middle East Crisis: ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ; ଯୋଗାଯୋଗ ପାଇଁ ନମ୍ୱର ଜାରି…
- LPG cylinders: “ଭୟ କରିବାର ଆବଶ୍ୟକତା ନାହିଁ,” LPG ଉପରେ ସରକାରଙ୍କ ବଡ଼ ସୂଚନା; ଜନସାଧାରଣଙ୍କୁ ଅପିଲ୍…
- Lok Adalat: ମାର୍ଚ୍ଚ ୧୪ରେ ଟିପିଏସ୍ଓଡିଏଲ୍ ଉପଭୋକ୍ତାଙ୍କ ନିମନ୍ତେ ଲୋକ ଅଦାଲତ
- ଅଲଗା ହେଲେ ଅଭିନେତ୍ରୀ ହଂସିକା ମୋଟୱାନୀ-ସୋହେଲ
- Naxal Free India:ଅସ୍ତ୍ରଶସ୍ତ୍ର ସହ ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ…ଏପଟେ ମାଓ ଡମ୍ପରୁ ୩କୋଟି ଟଙ୍କା ଓ ସୁନା ଉଦ୍ଧାର
- ଦିନିକିଆ କ୍ରିକେଟ: ୯୧ ବଲରେ ପାକିସ୍ତାନକୁ ହରାଇଲା ବାଂଲାଦେଶ
- Iranian Drones Hit Near Dubai Airport: ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ଡ୍ରୋନ୍ ଆକ୍ରମଣ;ଜଣେ ଭାରତୀୟଙ୍କ ସମେତ ୪ ଆହତ
- ଆଇପିଏଲ ୨୦୨୬: ପ୍ରଥମ ପର୍ଯ୍ୟାୟର କାର୍ଯ୍ୟସୂଚୀ ଘୋଷଣା କଲା ବିିସିସିଆଇ
Comments are closed.