ଭୁବନେଶ୍ୱର : ଏଣିକି ବିଧାନସଭାରେ ଅନଲାଇନ ଫାଇଲ କାମ ହେବ । ଆଉ ପେପରଲେସ୍ ହେବ ବିଧାନସଭା । ଏଥି ପାଇଁ ଆଜିଠାରୁ ଓକାକ ପକ୍ଷରୁ ଟ୍ରେନିଂ ଦିଆଯିବ । ବିଧାନସଭା କର୍ମଚାରୀ, ବାଚସ୍ପତି, ଉପବାଚସ୍ପତି ଓ ବିଧାୟକମାନେ ଏହି ଟ୍ରେନିଂ ନେବେ । ଚଳିତ ଶୀତ ଅଧିବେଶନରେ ଅନଲାଇନରେ ବିଧାଯକମାନେ ପ୍ରଶ୍ନ ପଚାରିବେ ବୋଲି ବାଚସ୍ପତି ସୂଚନା ଦେଇଛନ୍ତି । ଓସ୍ବାସ୍ ସଫ୍ଟ ଓୱୟର ଜରିଆରେ ଏହି କାମ କରାଯି୍ବ ।
ପ୍ରଥମେ ପୟରେ ବିଧାନସଭା ଆକାଉଣ୍ଟସ୍ ବିଭାଗ, ଅଫିସ୍ ଏଷ୍ଟାବ୍ଲିସ୍ମେଣ୍ଟ୍, ସାଧାରଣ ଓ ଆନୁସଙ୍ଗିକ ବିଭାଗର କର୍ମଚାରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବ । ଏସବୁ ବିଭାଗର ଏଏସ୍ଓ, ଏସ୍ଓ, ଡେସ୍କ୍ ଅଫିସର, ଅନୁସଚିବ, ଉପଶାସନ ସଚିବ, ସଚିବଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବ । ଏହା ପରେବ ବାଚସ୍ପତି ଓ ଉପବାଚସ୍ପତି ବି ଅନ୍ଲାଇନ୍ ଫାଇଲ କାମ ପାଇଁ ପ୍ରଶିକ୍ଷଣ ନେବେ । ଏଥି ପାଇଁ ମୋଟ ୮ କୋଟି ୫୬ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ।
BREAKING NEWS
- ଆନ୍ତର୍ଜାତୀୟ ସ୍ତରରେ ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ାବିତ୍ଙ୍କୁ ସମ୍ମାନିତ କଲେ କ୍ରୀଡ଼ା ମନ୍ତ୍ରୀ
- ଝିଅ ବେକରେ ଛୁରୀ ଲଗେଇ କାଉନସିଲରଙ୍କ ଘରୁ ଲୁଟ୍
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
Comments are closed.