ଭୁବନେଶ୍ବର : ନନ୍ଦନକାନନରେ ଥିବା ଘଡ଼ିଆଳ କୁମ୍ଭୀରଙ୍କ ଉପରେ ରହିବ ତୀକ୍ଷ୍ନ ନଜର । ଏଣିକି କୁମ୍ଭୀରଙ୍କ ଦେହରେ ଲଗାଯିବ ସାଟେଲାଇଟ ଟ୍ରାନ୍ସମିଟର ଓ ହାଇଟେକ୍ ଟ୍ରାନ୍ସମିଟର । ଦୁଇଟି ପର୍ଯ୍ୟାୟରେ ୮ଟି କୁମ୍ଭୀର ଦେହରେ ଲଗାଯିବ ଏହି ଟ୍ରାନ୍ସମିଟର । କୁମ୍ଭୀରଙ୍କ ଗତିବିଧି ସମ୍ପର୍କରେ ତଥ୍ୟ ସଂଗ୍ରହ କରିବା ଲକ୍ଷ୍ୟରେ ପ୍ରଥମ ଥର ପାଇଁ ନିଆଯାଉଛି ଏପରି ପଦକ୍ଷେପ । ସମଗ୍ର ବିଶ୍ବରେ ଏଭଳି ପଦକ୍ଷେପ ସର୍ବପ୍ରଥମ ହେବ । ଦିନକୁ ଦିନ ଘଡିଆଳ କୁମ୍ଭୀରଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ପୂର୍ବରୁ ଅଲିଭ ରିଡ଼ଲେ କଇଁଛଙ୍କ ଦେହରେ ଲଗାଯାଇଛି ସାଟେଲାଇଟ ଟ୍ରାନ୍ସମିଟର । ତେବେ ନନ୍ଦନକାନନରେ ଘଡିଆଳ କୁମ୍ଭୀରଙ୍କ ଦେହରେ ଟ୍ରାନ୍ସମିଟର ଲଗାଯିବା ନେଇ ସୂଚନା ଦେଇଛନ୍ତି ନନ୍ଦନକାନନ ନିର୍ଦ୍ଦେଶକ ମନୋଜ ମହାପାତ୍ର ।
BREAKING NEWS
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ

Comments are closed.