ଭୁବନେଶ୍ବର : ଲକ୍ଡାଉନ୍ ଯୋଗୁ ବନ୍ଦ ରହିଲା ନୂଆ ପରିବହନ ଆଇନ । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ରାଜ୍ୟରେ ଲକଡାଉନ୍ କଟକଣା ଜାରି ରହିଥିବାରୁ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ଏହି ନୂଆ ପରିବହନ ଆଇନ ଲାଗୁ ହେବନି ବୋଲି ମନ୍ତ୍ରୀ କହିଛନ୍ତି । ଫଳରେ ବର୍ତ୍ତମାନ ପାଇଁ କୋହଳ ରହିବ ପରିବହନ ଆଇନ । ଜୁଲାଇ ୧ ତରିଖ ପରେ ରାଜ୍ୟ ସରକାର ଲକଡାଉନ ନେଇ ଯାହା ନିଷ୍ପତ୍ତି ନେବେ, ସେହି ଅନୁସାରେ ପରିବହନ ବିଭାଗ ନିଷ୍ପତ୍ତି ନେବ ବୋଲି ବିଭାଗୀୟ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି ।
BREAKING NEWS
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ;’ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
- ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖୁସୀ ଖବର, ନେଟ୍ସକୁ ଫେରିଲେ କ୍ୟାପଟେନ କୁଲ
- ୧୫ ବର୍ଷ ପରେ ଆରମ୍ଭ ହେଲା ଜନଗଣନା, ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନଜିର ଜନ ଗଣନା
- Gold rate: ହଳଦିଆ ଓ ଧଳା ଧାତୁର କମିଲା ଦର
- Kanya Sumangala Yojana:‘ଝିଅ ଜନ୍ମ ହେବାର ବର୍ଷକ ଭିତରେ ସରକାର ଟଙ୍କା ପଠାଇବେ’
Comments are closed.