ପୁରୀ: ଆାଜି ହେଉଛି ପଞ୍ଚୁକର ତୃତୀୟ ଦିନ। ତ୍ରିବିକ୍ରମ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କର ତିବିକ୍ରମ ବେଶ ଅନୁଷ୍ଠିତ ହୋଇଛି | ଏହି ବେଶରେ ପ୍ରଭୁ ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଛନ୍ତି। ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଥିଲା । ତେବେ ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳିଥାଏ ବୋଲି ବିଶ୍ୱାସ ରହିଛି । ଏହି ବେଶ ଦେଖିବାକୁ ଶ୍ରୀମନ୍ଦିରରେ ଆଜି ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା | ଆସନ୍ତା କାଲି ଲଷ୍ମୀନୃସିଂହ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ |
BREAKING NEWS
- ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ଅଭିଯାନ; ୧୦ ହଜାରରୁ ଅଧିକ ମହିଳାଙ୍କୁ କିଟ୍ ଓ ସଚେତନତା ବାଣ୍ଟିଲା ଟିପିଏସ୍ଓଡିଏଲ୍
- ବିଜେଡିକୁ ଶକ୍ତ ଝଟ୍କା, ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା
- ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ
- ଏଥର ଟି୨୦ରେ ବୁମରାହଙ୍କୁ କମ ଦେଖିବାକୁ ମିଳିବ
- ଟି୨୦ ବିଶ୍ୱକପ: ଭାଙ୍ଗିଲା ଏହି ସବୁ ରେକର୍ଡ
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
Comments are closed.