ପୁରୀ: ଆାଜି ହେଉଛି ପଞ୍ଚୁକର ତୃତୀୟ ଦିନ। ତ୍ରିବିକ୍ରମ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କର ତିବିକ୍ରମ ବେଶ ଅନୁଷ୍ଠିତ ହୋଇଛି | ଏହି ବେଶରେ ପ୍ରଭୁ ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଛନ୍ତି। ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଥିଲା । ତେବେ ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳିଥାଏ ବୋଲି ବିଶ୍ୱାସ ରହିଛି । ଏହି ବେଶ ଦେଖିବାକୁ ଶ୍ରୀମନ୍ଦିରରେ ଆଜି ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା | ଆସନ୍ତା କାଲି ଲଷ୍ମୀନୃସିଂହ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ |
BREAKING NEWS
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- କୋଲକାତା ଟ୍ରେଜେଡି: ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ରିମାଣ୍ଡରେ ୭ ଅଭିଯୁକ୍ତ
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…

Comments are closed.