ପୁରୀ: ବିଶିଷ୍ଟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବ୍ରିଟେନ ମହାରାଣୀ ଏଲିଜାବେଥଙ୍କୁ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି । ପୁରୀ ବେଳାଭୂମିରେ 740 ଗୋଲାପ ସ୍ଥାପନ କରି ସେ ବାଲୁକାକଳାରେ ମହାରାଣୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏଠାରେ ସୂଚନାଯୋଗ୍ୟ ଅସୁସ୍ଥତା ହେତୁ ବ୍ରିଟେନ ମହାରାଣୀ ଏଲିଜାବେଥ ଦ୍ବିତୀୟଙ୍କର 96 ବର୍ଷ ବୟଷରେ ପରଲୋକ ଘଟିଛି । ସାରା ବିଶ୍ବରୁ ତାଙ୍କପ୍ରତି ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଉଛି ।
BREAKING NEWS
- Triple Murder: ଗୋଟିଏ ପରିବାରର ୩ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
- ଆସନ୍ତା ୨୮ ତାରିଖରେ ଓଡ଼ିଶା ବନ୍ଦ
- ଶୁଭାଂଶୁ ଶୁକ୍ଳାଙ୍କୁ ଅଶୋକ ଚକ୍ର ପ୍ରଦାନ…
- Khandagiri Jatra:ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ୧୪ ନିୟମ ଜାରି କଲା ଖଣ୍ଡଗିରି ପୋଲିସ
- Padma Awards 2026: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ର, ସିବୁ ସୋରେନ, ରୋହିତ ଶର୍ମାଙ୍କୁ ପଦ୍ମଶ୍ରୀ…
- କିଟ୍ ଓ କିସର ମିନି ମାରାଥନ; ଶାଢ଼ି ପିନ୍ଧି ଦୌଡ଼ିଲେ ୬ ହଜାର ମହିଳା
- ‘ଫିଙ୍ଗର ଅନ୍ ଦି ଟ୍ରିଗର’; ଯୁଦ୍ଧ ମୁହାଁ ଆମେରିକା-ଇରାନ
- ବରିଷ୍ଠ ସାମ୍ବାଦିକ ମାର୍କ ଟୁଲିଙ୍କ ଦେହାନ୍ତ; ଭାରତରେ ବିତାଇଥିଲେ…
- ନବସୃଜନ ଉପରେ ଗୁରୁତ୍ୱ ଦେବାକୁ ପିଲାଙ୍କୁ ପ୍ରେରଣା ଦେଲେ ମୁଖ୍ୟମନ୍ତ୍ରୀ
- ଆଇସିସିର ନିଷ୍ପତି ମାନିନେଲା ବିସିବି, ଆଉ କରିବନି ଆବେଦନ
Comments are closed.