ଅଗରତାଲା: ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ ସେ ନିଜର କୋଭିଡ ୧୯ ଟେଷ୍ଟ କରାଇଥିଲେ । ଏବେ ଏହା ପଜିଟିଭ ଆସିଛି । ସେ ତାଙ୍କ ଟେଷ୍ଟ ରିପୋର୍ଟ ସାର୍ବଜନୀନ କରିଛନ୍ତି । ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ତୁରନ୍ତ ସେମାନଙ୍କ ଟେଷ୍ଟ କରାଇ ନିଅନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି । କରୋନା ସଂକ୍ରମିତ ହେବା ସତ୍ୱେ ମୁଁ ସୁସ୍ଥ ଏବଂ ଭଲ ଅଛି ଏବଂ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛି ବୋଲି କହିଛନ୍ତି । ମେ ୧୪ରେ ବିପ୍ଲବ ଦେବଙ୍କ ସ୍ଥାନରେ ସେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ରାଜନୀତିକୁ ଆସିବା ପୂର୍ବରୁ ସେ ଜଣେ ଭଲ ଦାନ୍ତ ଡାକ୍ତର ଥିଲେ । ଜୁନ ୨୬ ଉପ ନିର୍ବାଚନରେ ସେ ବିଜୟ ହାସଲ କରି ନିଜ ସ୍ଥାନ ସୁରକ୍ଷିତ କରି ପାରିଛନ୍ତି ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.