Latest Odisha News

BREAKING NEWS

ଟ୍ରକରେ ଲାଗିଲା ନିଆଁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଶୁକ୍ରବାର ଦିନ ଏକ ଟ୍ରକରେ ଅଗ୍ନିକାଣ୍ଡ ଘଟିଛି । ଯାହାକୁ ନେଇ ସ୍ଥାନୀୟ ବାସିନ୍ଦା ଆତଙ୍କିତ ହୋଇପଡିଥିବା ଜଣାପଡିଛି ।

ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ।

ତେବେ ଅଗ୍ନିକାଣ୍ଡରେ ବିଶେଷ କ୍ଷୟକ୍ଷତି ହୋଇନଥିବା ବେଳେ ନିଆଁ ଲାଗିବାର ସଠିକ୍ କାରଣ ଏଯାବତ୍ ଜଣାପଡିନଥିବା ନେଇ ସୂଚନା ମିଳିଛି ।

 

Leave A Reply

Your email address will not be published.