ବଲାଙ୍ଗିର: ବିଚ୍ ରାସ୍ତାରେ ମାଲ ବୋଝେଇ ଟ୍ରକରେ ଲାଗିଲା ନିଆଁ । ଚାହୁଁ ଚାହୁଁ ପୁରା ଟ୍ରକଟି ଜଳିଗଲା । ବଲାଙ୍ଗିର ଜିଲ୍ଲା ଦେଇ ଯାଇଥିବା ୨୬ନମ୍ୱର ଜାତୀୟ ରାଜପଥର ଖମାରମୁଣ୍ଡା ନିକଟରେ ଏହି ଅଗ୍ନିକାଣ୍ଡ ହୋଇଛି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ଅଗ୍ନିଶମ ବାହିନୀ । ନିଆଁକୁ ଆୟତ୍ତ କରିଥିଲେ ।
ଅଗ୍ନିଶମବାହିନୀ ନିଆଁକୁ ଆୟତ୍ତ କରିବା ବେଳକୁ ଟ୍ରକରେ ଥିବା ଜିନିଷପତ୍ର ଜଳି ପୋଡ଼ି ପାଉଁଶ ହୋଇ ଯାଇଥିଲା । ଟ୍ରକରେ ଗ୍ରୋସରୀ ସାମଗ୍ରୀ ଥିବା ଜଣାପଡିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାର ତଦନ୍ତ କରୁଛି ।
BREAKING NEWS
- ରାଜ୍ୟ ପାଇଁ ଗର୍ବର ବିଷୟ: ବିଶ୍ୱସ୍ତରୀୟ ମାନଦଣ୍ଡ ପୂରଣ କରି ସୁବର୍ଣ୍ଣ ଅଧ୍ୟାୟ ଯୋଡ଼ିଲା ଭୁବନେଶ୍ୱର ବିମାନବନ୍ଦର
- କଟକରେ ପୁଣି ଡେଙ୍ଗୁ ଆତଙ୍କ: ଚିହ୍ନଟ ହେଲେ ୩ ନୂଆ ଆକ୍ରାନ୍ତ, ପ୍ରଶାସନର ବଢ଼ିଲା ଚିନ୍ତା
- ବଲାଙ୍ଗୀରରେ ହାଇପ୍ରୋଫାଇଲ୍ ସେକ୍ସ ରାକେଟ୍ ଠାବ: ସ୍ୱାମୀ-ସ୍ତ୍ରୀଙ୍କ ସମେତ ୭ ଗିରଫ, ୯ ଯୁବତୀ ଉଦ୍ଧାର
- Reprehensible act of vandalism:୧୦୦ ବର୍ଷ ପୁରୁଣା ହିନ୍ଦୁ ମନ୍ଦିର ଭଙ୍ଗିଲା ପାକିସ୍ତାନ; ଭାରତ ଦୃଢ଼ ଆପତ୍ତି ଜଣାଇବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛି
- କ୍ଷେପଣାସ୍ତ୍ର ନିର୍ମାଣରେ ଇରାନକୁ ସାହାଯ୍ୟ କରୁଛି ଋଷିଆ !
- କୋଲ୍ଡ ଡ୍ରିଙ୍କସ୍ରେ କାହିଁକି କମ୍ ଥାଏ ଚିନି?ଜାଣନ୍ତୁ ବ୍ରିଟେନ ଓ ଭାରତର କୋଲ୍ଡ ଡ୍ରିଙ୍କସ୍ ମଧ୍ୟରେ ଥିବା ବଡ଼ ଫରକ
- ରୋହିତ, ସାମୀ ଓ ଭୁବନେଶ୍ୱର କାହିଁକି ନେଉନାହାନ୍ତି ଅବସର?
- ଆଗକୁ ପାର୍ବଣ, ବଜାରରେ ଅନିଶ୍ଚିତତା: ଆମେରିକାର ଆର୍ଥିକ ସ୍ଥିତି ବଦଳାଇବ କି ସୁନା ଦର?
- ରିଲାଏନ୍ସର ନୂଆ ଧମାକା: ଲଞ୍ଚ ହେଲା JioPC କ୍ଲାଉଡ୍ ପ୍ଲାନ୍, ପୁରୁଣା କମ୍ପ୍ୟୁଟର ପାଲଟିବ ସୁପରକମ୍ପ୍ୟୁଟର
- Helicopter Misuse Case Against Naveen:ନବୀନ- ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ମାମଲା:ରିଭିଜନ ପିଟିସନକୁ ଖାରଜ କଲେ କୋର୍ଟ

Comments are closed.