ଗୁଜରାଟ: ଲକ୍ଷଧିକ ଲୋକଙ୍କ ମଧ୍ୟରେ ‘ନମସ୍ତେ ଟ୍ରମ୍ପ’ରେ କମ୍ପି ଉଠିଲା ମୋଟେରା ଷ୍ଟାଡିୟମ୍ । ରୋଡ୍ ଶୋ ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ଅହମ୍ମଦାବାଦ ସ୍ଥିତ ମୋଟେରେ ଷ୍ଟାଡିୟମ୍ରେ ପହଂଚିଥିଲେ । ପରେ ମୋଦୀ ଉଦ୍ବୋଧନ ଆରମ୍ଭ କରି ଟ୍ରମ୍ପଙ୍କୁ ଖୁବ୍ ପ୍ରଶଂସା କରିଥିଲେ । ସେ କହିଥିଲେ ଯେ, ସମଗ୍ର ଭାରତ ଟ୍ରମ୍ପଙ୍କ ପରିବାରକୁ ସ୍ୱାଗତ କରୁଛି । ଆମ୍ଭମାନଙ୍କ ପାଇଁ ‘ନମସ୍ତେ ଟ୍ରମ୍ପର’ ଗୂଢ ଅର୍ଥ ରହିଛି । ଏହି ଅଗସ୍ତ ଆମର ବନ୍ଧୁତ୍ୱକୁ ଆହୁରି ଦୃଢ଼ କରିବ । ୫ ମାସ ପରେ ମୁଁ ହାଓଡି ମୋଦୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆମେରିକା ଯାଇଥିଲି । ଆଜି ନମସ୍ତେ ଟ୍ରମ୍ପ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରାଷ୍ଟ୍ରପତି ଅହମ୍ମଦାବାଦ ଆସିଛନ୍ତି । ବିଶ୍ୱର ସର୍ବବୃହତ ଗଣତନ୍ତ୍ରକୁ ଆପଣଙ୍କୁ ହାର୍ଦ୍ଦିକ ସ୍ୱାଗତ ବୋଲି ମୋଦୀ କହିଛନ୍ତି ।
BREAKING NEWS
- ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ, ‘X’ ଛାଡ଼ିବା ନେଇ ଦେଲେ ଗୁରୁତ୍ୱପୂର୍ଣ୍ଣ ସୂଚନା
- ଏଥର କୋହଲିଙ୍କ ନଜର ଜୟସୂରିୟାଙ୍କ ରେକର୍ଡ ଉପରେ
- ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନୀତ ହେବେ ନୃସିଂହ ଚରଣ ଷଡ଼ଙ୍ଗୀ
- ସିବିଆଇ ଅଫିସରେ ଥାଲାପତି ବିଜୟ…
- ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିବ ଭିତ୍ତିପ୍ରସ୍ତର
- ଭାରତ-ବାଂଲାଦେଶ ବିବାଦରେ ପାକିସ୍ତାନର ଏଂଟ୍ରି
- Vande Mataram: ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍ ଗାନ କଲେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ
- ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜର ବାକିତକ ମ୍ୟାଚରୁ ଓହରିଲେ ୱାଶିଂଟନ ସୁନ୍ଦର
- ସଫଳ ହେବ କି PSLV ମିଶନ ? ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା ରକେଟ୍
- ଇରାନ ଉତ୍ତେଜନା: ୫୩୮ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଊର୍ଦ୍ଧ୍ୱ ଗିରଫ
Comments are closed.