Latest Odisha News

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା

ଭୁବନେଶ୍ୱର: ଓଡିଶାର ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

“ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି ଏବଂ ତାଙ୍କ ସ୍ବାସ୍ଥ୍ୟ ବସ୍ଥା ସ୍ଥିର ରହିଛି” ବୋଲି ଟ୍ବିଟ କରି ସୂଚନା ଦେଇଛନ୍ତି ମନ୍ତ୍ରୀ। ନିକଟ ଅତୀତରେ ତାଙ୍କ ସହ ଯୋଗାଯୋଗରେ ଆସିଥିବା ଲୋକଙ୍କୁ କରୋନା ପରୀକ୍ଷା” କରିବାକୁ ସେ ନିବେଦନ କରିଛନ୍ତି।

ଓଡିଶାର ୫ ମନ୍ତ୍ରୀ ଭାବେ ସେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Comments are closed.