ଆସନ୍ତା ମେ’ ମାସ ୭ତାରିଖରେ ଅନୁଷ୍ଠିତ ହେବ ନିଟ୍ ୟୁଜି ପ୍ରବେଶିକା ଏହି କ୍ରମରେ ଜାତୀୟ ପରୀକ୍ଷା ଏଜେନ୍ସି(ଏନଟିଏ) ପକ୍ଷରୁ ଆବେଦନ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ରାଜ୍ୟର ୨୭ଟି ସ୍ଥାନରେ ପରୀକ୍ଷା କେନ୍ଦ୍ର ଚିହ୍ନଟ କରାଯାଇଛି। ସୂଚନା ଅନୁସାରେ ଭୁବନେଶ୍ୱର ଓ କଟକ ସମେତ ଅନୁଗୁଳ, ବାଲେଶ୍ୱର, ବ୍ରହ୍ମପୁର, ରାଉରକେଲା, ସମ୍ୱଲପୁର, ବଲାଙ୍ଗିର, ଭବାନୀପାଟଣା, କେନ୍ଦୁଝର, କୋରାପୁଟ, ମାଲକାନଗିରି, ପାରଳାଖମୁଣ୍ଡି, ଫୁଲବାଣୀ, ରାୟାଗଡ଼ା ଆଦି ମୋଟ୍ ୨୭ଟି ସ୍ଥାନରେ ପରୀକ୍ଷା କେନ୍ଦ୍ର ନେଇ ନିଷ୍ପତ୍ତି ହୋଇଛି। ଏଥିସହ ନିର୍ଦ୍ଧାରିତ ସୂଚୀର ସପ୍ତାହକ ପୂର୍ବରୁ ଆଡମିଟ୍ କାର୍ଡ଼ www.neet.nta.ac.in ୱେବ୍ ସାଇଟ୍ରେ ଉପଲବ୍ଧ ହେବ ବୋଲି ଏନ୍ଟିଏ ପକ୍ଷରୁ କୁହାଯାଇଛି ।
BREAKING NEWS
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
Comments are closed.