ୱାଶିଂଟନ୍: ଆମେରିକାର ରାଜଧାନୀ ୱାଶିଂଟନ୍ର କ୍ୟାପିଟଲ ହିଲରେ ହୋଇଥିବା ହିଂସାକୁ ନେଇ ଟ୍ୱିଟର ୭୦,୦୦୦ ରୁ ଅଧିକ ଆକାଉଣ୍ଟକୁ ସ୍ଥଗିତ ରଖିଛି। ଏହି ଆକାଉଣ୍ଟ୍ ସୋସିଆଲ୍ ମିଡିଆରେ QAnon ସହିତ ଜଡିତ ବିଷୟବସ୍ତୁ ସେୟାର୍ କରୁଥିଲା। ଟ୍ୱିଟର ଅଫିସିଆଲ୍ ଆକାଉଣ୍ଟରୁ ଏହି ସୂଚନା ଦିଆଯାଇଛି। ଟ୍ୱିଟରରେ ପ୍ରକାଶିତ ଏକ ବିବୃତ୍ତିରେ ଏହା କୁହାଯାଇଛି ଯେ ‘ୱାଶିଂଟନ୍, ଡିସିରେ ଏହି ଆକାଉଣ୍ଟଗୁଡିକ ସ୍ଥାୟୀଭାବେ ସ୍ଥଗିତ ରଖାଯିବା ଆରମ୍ଭ ହୋଇଛି। ଯାହା ହିଂସାତ୍ମକ ଘଟଣା ଏବଂ କ୍ଷତିର ଆଶଙ୍କା ବଢାଇଥାଏ। ଏହା ସହିତ କମ୍ପାନୀ କହିଛି ଯେ ଏହି ଆକାଉଣ୍ଟଗୁଡିକ ବହୁ ପରିମାଣରେ କ୍ଷତିକାରକ QAnon ସମ୍ବନ୍ଧୀୟ ସାମଗ୍ରୀ ବାଣ୍ଟିବାରେ ନିୟୋଜିତ ଥିଲେ।
BREAKING NEWS
- କଂଗ୍ରେସ ମହାରାଲି ପାଇଁ ଗ୍ରୀନ୍ ସିଗନାଲ୍: ମିଳିଲା NOC, କମ୍ପିବ ରାମଲୀଳା ମଇଦାନ
- RG Kar Case: ସନ୍ଦୀପ ଘୋଷଙ୍କ ଜାମିନକୁ ନେଇ ତେଜିଲା ରାଜନୈତିକ ହଇଚଇ, CBI ଭୂମିକା ଉପରେ ଉଠିଲା ପ୍ରଶ୍ନ
- କ୍ରିକେଟ୍ର ନୂଆ ଫର୍ମାଟ୍: ଟେଷ୍ଟ ଟ୍ୱେଣ୍ଟି
- ଅଭିଜିତ ଦୀପକେଙ୍କୁ ସର୍ତ୍ତମୂଳକ ଜାମିନ, ଶାନ୍ତି ବଜାୟ ରଖିବା ପାଇଁ ପିସ୍ ବଣ୍ଡ ସ୍ୱାକ୍ଷର
- ମୁମ୍ବାଇ ଇଣ୍ଡିଆନ୍ସ ହେଡ୍ କୋଚ୍ ପଦ ଛାଡ଼ିଲେ ମାହେଲା ଜୟବର୍ଦ୍ଧନେ
- ଟିମ୍ ଇଣ୍ଡିଆକୁ ଆଉ ଫେରିବେ ନାହିଁ ରବୀନ୍ଦ୍ର ଜାଡେଜା ? ୨୦୨୭ ବିଶ୍ୱକପ୍ ଯୋଜନାକୁ ନେଇ ବଡ଼ ଖୁଲାସା
- ବିସିସିଆଇ ସିନିୟର୍ ସିଲେକ୍ସନ୍ କମିଟି: ଅଗରକରଙ୍କ ସ୍ଥାନ ନେଇପାରନ୍ତି ରମେଶ ପାୱାର
- ଶ୍ରୀଲଙ୍କାରେ ବଡ଼ଧରଣର ବିଦ୍ୟୁତ୍ ସଙ୍କଟ : ଦେଶବ୍ୟାପୀ ବ୍ଲାକ୍ଆଉଟ୍
- Infiltration bid foiled:କୁପୱାଡ଼ାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ; ୨ ଆତଙ୍କବାଦୀ ନିହତ
- Woman Slaps CRPF: ଚାପୁଡା ମାରିଲେ, ଦୁର୍ବ୍ୟବହାର କଲେ…ତ୍ରିରଙ୍ଗା ମାର୍ଚ୍ଚରେ ହଙ୍ଗାମା! CRPF ଯବାନଙ୍କୁ ଚାପୁଡ଼ା ମରା ଭିଡିଓ ଜାରି କଲା ଦିଲ୍ଲୀ ପୋଲିସ

Comments are closed.