ସିଆଚେନ : ପାକିସ୍ତାନ ସେନାର ହେଲକପ୍ଟର ଦୁର୍ଘଟଣା ଗ୍ରସ୍ତ । ଫଳରେ ଦୁଇଜଣ ପାଇଲଟ୍ ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ମୃତ ପାଇଲଟ ଦୁଇଜଣ ହେଉଛନ୍ତି ମେଜର ଇରଫାନ୍ ବର୍ଚ୍ଚା ଓ ମେଜର ରାଜା ଜୀସନ୍ ଜହାନଜେବ୍। ଆଇଏସଆରପି କହିଛି ଯେ ଦୁର୍ଘଟଣା ପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଓ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏହି ଦୁର୍ଘଟଣା ନେଇ ଗିଲଗିଟବାଲଟିସ୍ଥାନ ମୁଖ୍ୟମନ୍ତ୍ରୀ ଖାଲିଦ ଖୁରସିଦ ଖାନ ଏକ ବିବୃତ୍ତି ଜାରି କରି ଦୁଃଖ ପ୍ରକାଶ କରିଛନ୍ତି। ଏହା ସହିତ ସହିଦ ପାଇଲଟଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।ହେଲେ ହେଲିକପ୍ଟର କିପରି ଦୁର୍ଘଟଣାଗ୍ରସ୍ତ ହେଲା ସେ ବାବଦରେ କିଛି ଜଣାପଡ଼ିନାହିଁ। ଏସମ୍ପର୍କରେ ତଦନ୍ତ ଜାରି ରହିଛି।
BREAKING NEWS
- Naxalites Surrender:୫୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ;ମୁଣ୍ଡରେ ରହିଛି ୧କୋଟି୪୧ ଲକ୍ଷ
- Iran tensions: ଇସ୍ରାଏଲ ଯାତ୍ରା ନେଇ ଆଡଭାଇଜରୀ ଜାରି କଲା ଭାରତ
- ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ
- ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣା, ୪୦୦୦ ମହିଳାଙ୍କୁ ମିଳିବ…
- ପାଲକ ପନିରକୁ ନେଇ ବିବାଦ, ଭାରତୀୟ ଛାତ୍ରଙ୍କୁ ମିଳିଲା ୧.୮ କୋଟି…
- Indian coast guard: ଭାରତୀୟ ଜଳସୀମାରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଡଙ୍ଗା ଜବତ, ୯ ଗିରଫ
- ଇରାନରେ ବଢୁଛି ହିଂସା; କାଲିଠୁ ଉଦ୍ଧାର ହେବେ ଭାରତୀୟ..
- group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ
- ଆଉ ଜଣେ ଠକ ଡାକ୍ତର ଗିରଫ; ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କ ପରିବାରଠୁ ୨୨ ଲକ୍ଷ ଠକେଇ
- ଘରେ ଅଗ୍ନିକାଣ୍ଡ ଘଟି ତିନି ଜଣ ଶିଶୁଙ୍କ ସମେତ ୬ଜଣ ଜୀବନ୍ତ ଦଗ୍ଧ
Comments are closed.