ସିଆଚେନ : ପାକିସ୍ତାନ ସେନାର ହେଲକପ୍ଟର ଦୁର୍ଘଟଣା ଗ୍ରସ୍ତ । ଫଳରେ ଦୁଇଜଣ ପାଇଲଟ୍ ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ମୃତ ପାଇଲଟ ଦୁଇଜଣ ହେଉଛନ୍ତି ମେଜର ଇରଫାନ୍ ବର୍ଚ୍ଚା ଓ ମେଜର ରାଜା ଜୀସନ୍ ଜହାନଜେବ୍। ଆଇଏସଆରପି କହିଛି ଯେ ଦୁର୍ଘଟଣା ପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଓ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏହି ଦୁର୍ଘଟଣା ନେଇ ଗିଲଗିଟବାଲଟିସ୍ଥାନ ମୁଖ୍ୟମନ୍ତ୍ରୀ ଖାଲିଦ ଖୁରସିଦ ଖାନ ଏକ ବିବୃତ୍ତି ଜାରି କରି ଦୁଃଖ ପ୍ରକାଶ କରିଛନ୍ତି। ଏହା ସହିତ ସହିଦ ପାଇଲଟଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।ହେଲେ ହେଲିକପ୍ଟର କିପରି ଦୁର୍ଘଟଣାଗ୍ରସ୍ତ ହେଲା ସେ ବାବଦରେ କିଛି ଜଣାପଡ଼ିନାହିଁ। ଏସମ୍ପର୍କରେ ତଦନ୍ତ ଜାରି ରହିଛି।
BREAKING NEWS
- ପିଏମ ମୋଦୀଙ୍କ ଜନ୍ମଦିନରେ ମେଗା ରକ୍ତଦାନ ଶିବିର; ସଂଗ୍ରହ ହେଲା ୮୮୧୦ ୟୁନିଟ ରକ୍ତ…ୱାର୍ଲ୍ଡ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଲା
- ଅଭିଷେକଙ୍କ ରେକର୍ଡ: ୧୨୭ ରନ୍ରେ ଆଫଗାନିସ୍ତାନକୁ ହରାଇ ଭାରତର କ୍ଲିନ୍ ସ୍ୱିପ୍
- PM ମୋଦୀଙ୍କ ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ‘ଆଶୀର୍ବାଦର ଦୀପ’
- ପାଟ୍ରୋଲିଂବେଳେ ଧରାପଡିଲେ କଇଁଛ ଚାଲାଣ ରାକେଟ୍; ୪ ଗିରଫ, ୫୫ ଜୀବନ୍ତ କଇଁଛ ଉଦ୍ଧାର
- ବିସିସିଆଇ ସପକ୍ଷରେ ସତ୍ୟପାଠ ଦାଖଲ କଲେ ଓସିଏ ସଭାପତି
- ଟି୨୦ରେ ଅଭିଷେକଙ୍କ ବିସ୍ଫୋରକ ଶତକ : ପୂର୍ଣ୍ଣ ସଦସ୍ୟ ଟିମର ଖେଳାଳି ଭାବେ ରଚିଲେ ଇତିହାସ
- Ganesh Puja Pandal:ଆସିଲା ଭୟଙ୍କର ବର୍ଷା;ଭୁଶୁଡ଼ିଲା ୧୫୦ ଫୁଟ୍ର ଗଣେଶ ପୂଜା ପେଣ୍ଡାଲ;ଡିଜନି ଲ୍ୟାଣ୍ଡ ଥିମ୍ର…
- ୱେଷ୍ଟଇଣ୍ଡିଜ ସିରିଜ ରୋହିତଙ୍କ ପାଇଁ ଅଗ୍ନିପରୀକ୍ଷା
- ସାବଧାନ ! ଏଥର ଭସାଣିରେ ଡିଜେ ବଜାଇଲେ ବାନ୍ଧିବ ପୋଲିସ, ଜାରି ହେଲା କଟକଣା
- Drink Suspected To Contain Methanol:ବିଷାକ୍ତ ପାନୀୟ ପାନୀୟ ପିଇ ୪୮ ଜଣଙ୍କ ମୃତ୍ୟୁ; ୧୦୦ ଜଣ ଡାକ୍ତରଖାନାରେ ଭର୍ତ୍ତି

Comments are closed.