Latest Odisha News

BREAKING NEWS

ଦଳ ବିରୋଧୀ କାର୍ଯ୍ୟ ଲାଗି ବିଜେଡିରୁ ବହିଷ୍କୃତ ହେଲେ ୨ ନେତା

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ୨ ଜଣ ବିଜେଡି ନେତାଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ବହିଷ୍କାର କରିଛନ୍ତି ।

ବିଜେଡିରୁ ବହିଷ୍କୃତ ୨ ନେତା କୃଷ୍ଣଚନ୍ଦ୍ର ରାୟ (ବାବୁ ସିଂହ) ଏବଂ ପ୍ରସନ୍ନ ବରାଳ (ବାବୁଲି) ବୋଲି ସୂଚନା ମିଳିଛି ।

ଏସମ୍ପର୍କରେ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ବିଜୟ ନାୟକ ଏକ ପ୍ରେସ୍ ଇସ୍ତାହାରରେ ଜଣାଇଛନ୍ତି ।

Leave A Reply

Your email address will not be published.