ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଟି ଜିଲ୍ଲାରେ ପ୍ରତିଷ୍ଠା ହେବ କେନ୍ଦ୍ରୀୟ ବିଦ୍ୟାଳୟ । ସୁନ୍ଦରଗଡ଼ ଓ ଅନୁଗୋଳ ଜିଲ୍ଲାରେ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ । ଏମସିଏଲ୍ ଦ୍ୱାରା ସୁନ୍ଦରଗଡ଼ ଜିଲ୍ଲା ବସୁନ୍ଧରାରେ ଗୋଟିଏ ଏବଂ ଅନୁଗୋଳ ଜିଲ୍ଲାର ଜଗନ୍ନାଥ ଓ ସୁଭଦ୍ରା ଅଞ୍ଚଳରେ ଗୋଟିଏ ସେଣ୍ଟ୍ରାଲ୍ ସ୍କୁଲ ହେବ । ଏହି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏମସିଏଲ୍ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ର କୋଇଲା ଓ କମି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।


ଗତବର୍ଷ ସେପ୍ଟେମ୍ବର ୨୦ ତାରିଖରେ ଏନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ଧର୍ମେନ୍ଦ୍ର ପ୍ରଧାନ । ଏମସିଏଲ୍ ଦ୍ୱାରା ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୋଳ ଜିଲ୍ଲାରେ ତିନିଟି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ନେଇ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଥିୱେ ଧର୍ମେନ୍ଦ୍ର ପ୍ରଧାନ । ସୁନ୍ଦରଗଡ଼ ଓ ଅନୁଗୋଳ ଜିଲ୍ଲାରେ ଦୁଇଟି ସେଣ୍ଟ୍ରାଲ ସ୍କୁଲ ପ୍ରତିଷ୍ଠା ଦ୍ୱାରା ଖମି ଖାଦାନ ଅଞ୍ଚଳରେ ଛାତ୍ରଛାତ୍ରୀ ଗୁଣାତ୍ମକ ଶିକ୍ଷା ପାଇପାରିବେ । ସ୍ଥାନୀୟ ଲୋକଙ୍କ ଆଶା ଓ ଆକାଂକ୍ଷା ବି ପୂରଣ ହୋଇପାରିବ ବୋଲି ଧର୍ମେନ୍ଦ୍ର କହିଛନ୍ତି ।
BREAKING NEWS
- Development Projects In Subarnapur: ସୁବର୍ଣ୍ଣପୁର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬୩୩ କୋଟିର ପ୍ରକଳ୍ପ ଘୋଷଣା,ଓପନ୍ ଏୟାର ଥିଏଟର ପାଇଁ ୧୧.୨୩ କୋଟି
- Union Budget 2026: ଟିକସ ସ୍ଲାବରେ ମଧ୍ୟବିତ୍ତ ବର୍ଗଙ୍କ ପାଇଁ କଣ ରହିଛି…
- ଝାରଖଣ୍ଡ ନିକଟରୁ ୪ ୱିକେଟରେ ହାରିଲା ଓଡିଶା
- Union Budget 2026: ବଜେଟ ସବୁ ବର୍ଗ ପାଇଁ ସହାୟକ: ମୁଖ୍ୟମନ୍ତ୍ରୀ
- Budget 2026: ୧୫ ହଜାର ସ୍କୁଲ ଏବଂ ୫୦୦ କଲେଜରେ ଖୋଲିବ କ୍ରିଏଟର ଲ୍ୟାବ୍; ଗେମିଂରେ ୧୦ ଲକ୍ଷ ନିଯୁକ୍ତି
- ପ୍ରତିରକ୍ଷା କ୍ଷେତ୍ର ପାଇଁ ବଡ଼ ଧରଣର ବ୍ୟୟବରାଦ ଘୋଷଣା କଲେ ସରକାର..
- ବଜେଟରେ ମହଙ୍ଗା ହେଲା ମଦ, ସିଗାରେଟ୍ ଏବଂ ପାନ ମସଲା…
- Union Budget 2026: ଚଳିତ ବଜେଟରେ ପର୍ଯ୍ୟଟନ କ୍ଷେତ୍ରକୁ କଣ ମିଳିଲା…
- Budget 2026: ମେଧାବୀ ଛାତ୍ରୀଙ୍କ ପାଇଁ ବଡ ଘୋଷଣା; ପ୍ରତ୍ୟେକ ଜିଲ୍ଲାରେ ବାଳିକା ଛାତ୍ରାବାସ ପ୍ରତିଷ୍ଠା ହେବ
- Budget 2026: ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟକୁ ଧ୍ୟାନରେ ରଖି ପ୍ରସ୍ତୁତ ହୋଇଛି: ଅମିତ ଶାହା
Comments are closed.