ରାଉରକେଲା : ରାଉରକେଲା ଲୁଙ୍ଗେଇ ବସ୍ତି ଅଞ୍ଚଳରେ ଅଘଟଣ । ନାଳରେ ପଡ଼ି ୨ ଜଣ ଶିଶୁ ପୁତ୍ରଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଖେଳୁଥିବା ବେଳେ ଦୁଇ ଜଣ ଶିଶୁ ନାଳରେ ପଡିଯାଇଥିଲେ । ଫଳରେ ଘଟଣାସ୍ଥଲରେ ଦେଢ଼ ବର୍ଷର ୨ ଜଣ ଶିଶୁଙ୍କର ମୃତ୍ୟୁ ହୋଇଥିଲା । ମୃତକ ଦୁଇ ଶିଶୁ ଲୁଙ୍ଗେଇ ବସ୍ତି ଅଞ୍ଚଳର ବୋଲି ଜଣାପଡିଛି । ମୃତଦେହକୁ ଉଦ୍ଧାର କରାଯାଇ ରାଉରକେଲା ସରକାରୀ ଡାକ୍ତରଖାନାର ଶବ ବ୍ୟବଚ୍ଛେଦ ଗୃହରେ ରଖାଯାଇଛି । ବ୍ରାହ୍ମଣୀ ତରଙ୍ଗ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।
BREAKING NEWS
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
- papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩ ବିଭାଗରେ…
Comments are closed.