Latest Odisha News

ନିଲାମ ହେଲା ଓଡ଼ିଶାର ଦୁଇଟି କୋଇଲା ଖଣି

ଭୁବନେଶ୍ବର: ସିଏମଏସପି ଆଇନ ଏବଂ ଏମଏମଡିଆର ଆଇନର ଚତୁର୍ଥ ଓ ପଞ୍ଚମ ପର୍ଯ୍ୟାୟ ଦ୍ୱିତୀୟ ପ୍ରୟାସ ଅଧୀନରେ ବାଣିଜ୍ୟିକ କୋଇଲା ଖଣିର ନିଲାମୀ ମାର୍ଚ୍ଚ ୩୦, ୨୦୨୨ରେ ଆରମ୍ଭ ହୋଇଥିଲା। ଏହି କ୍ରମରେ କୋଇଲା ମନ୍ତ୍ରଣାଳୟ ପକ୍ଷରୁ  ଇ-ନିଲାମୀର ଦ୍ୱିତୀୟ ଦିନରେ ଦୁଇଟି ଏମଏମଡିଆର କୋଇଲା ଖଣି ନିଲାମ କରାଯାଇଛି । ଏହି ଦୁଇଟି ହେଲା ଘୋଗରପାଲି ଏବଂ ଏହାର ଗଭୀର ସମ୍ପ୍ରସାରଣ କୋଇଲା ଖଣି । କୋଇଲା ଖଣିର ବିବରଣୀ ନିମ୍ନରେ ଦିଆଗଲା:-

  • ଉଭୟ କୋଇଲା ଖଣିରୁ ସମ୍ପୂର୍ଣ୍ଣ ଖଣିଜ ଉତ୍ତୋଳନ କରାଯିବ ।
  • ଏଗୁଡ଼ିକର ମୋଟ ଗଚ୍ଛିତ ଖଣିଜ ଦ୍ରବ୍ୟ ପରିମାଣ ୧୨୮୮.୨୮ ନିୟୁତ ଟନ ରହିଛି ।
  • ଏହି ଦୁଇଟି ଖଣିର ପିଆରସି ଦର ବାର୍ଷିକ ୨୦ ନିୟୁତ ଟନ୍‌ ରହିଛି ।

PS

Leave A Reply

Your email address will not be published.