ସମ୍ବଲପୁର: ଦୁଇ ଦିନ ପାଇଁ ସମ୍ବଲପୁର ଜିଲ୍ଲା ସଟ୍ଡାଉନ । କରୋନା ସଂକ୍ରମଣ ଯୋଗୁଁ ସମ୍ବଲପୁର ଜିଲ୍ଲାକୁ ୨ ଦିନିଆ ସଟ୍ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ । ଆସନ୍ତା ୧୧ ଓ ୧୨ ତାରିଖ ୨ ଦିନ ପୁରା ସଟ୍ଡାଉନ୍ ହେବ । ଏହି ସମୟରେ ଜରୁରୀକାଳିନ ସେବା ଅବ୍ୟାହାତ ରହିବ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
BREAKING NEWS
- ବଜେଟ୍ ୨୦୨୬-୨୭ରେ ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ଉପରେ ଫୋକସ୍
- Budget 2026: ବଜେଟ ୨୦୨୬: ଏପ୍ରିଲ ୧ରୁ ନୂଆ ଆୟକର ନିୟମ
- Rare Earth Corridors In Odisha: ବଜେଟରେ ଓଡ଼ିଶା ପାଇଁ ବଡ଼ ଘୋଷଣା, ନିର୍ମାଣ ହେବ ବିରଳ ପୃଥିବୀ ଖଣିଜ ପଦାର୍ଥ କରିଡର
- Budget 2026: ବଜେଟ୍ ଉପସ୍ଥାପନା ପୂର୍ବରୁ କାହିଁକି ପ୍ରସ୍ତୁତ ହୁଏ ହାଲୱା, କ’ଣ ରହିଛି ଏହା ପଛର ବିଶେଷ କାହାଣୀ?
- Union Budget 2026: ଚାଷୀ, ମହିଳା ଏବଂ ଯୁବକମାନଙ୍କୁ ଅଭିବୃଦ୍ଧି ପ୍ରଦାନ କରିବାର ଲକ୍ଷ୍ୟ କହିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- ଲଟେରୀ ଜରିଆରେ ବିଏମ୍ସି ପକ୍ଷରୁ ପକ୍କା ଘର ଆବଣ୍ଟନ
- Budget 2026 Speech: ସଂସଦରେ ଆଗତ ହେଲା ବଜେଟ ୨୦୨୬-୨୭, ଲଗାତାର ୯ମ ଥର ପାଇଁ ଆଗତ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- Budget 2026: କାହିଁକି ଚର୍ଚ୍ଚାରେ ନିର୍ମଳାଙ୍କ Part-B ପେଡ଼ି? ବଦଳେଇ ଦେବ ଭାରତର ଭବିଷ୍ୟତ! ଭାଙ୍ଗିଯିବ ୭୫ ବର୍ଷର ପରମ୍ପରା…
- Gold Silver Price Budget 2026: ବଜେଟ ପୂର୍ବରୁ ହଠାତ୍ ଶସ୍ତା ହେଲା ସୁନା ଏବଂ ରୂପା ଦର, ଜାଣନ୍ତୁ କେତେ କମିଲା…
- Union Budget 2026: ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ‘ଦହି-ଚିନି’ ଖୁଆଇଲେ ରାଷ୍ଟ୍ରପତି
Comments are closed.