ଗଜପତି : ଗଜପତି ଜିଲ୍ଲା ଗୁରାଣ୍ଡି ଥାନା ଅନ୍ତର୍ଗତ ଆରିବା ଗାଁରେ ଅଭାବନୀୟ ଘଟଣା । ଘର ଭିତରେ ଯୁବକ ଓ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଯୁବକ-ଯୁବତୀଙ୍କ ମୃତଦେହ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ି ରହିଛି । ଉଭୟ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେହିପରି ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଛାନଭିନ୍ ଆରମ୍ଭ କରିଛି । ଯୁବକ-ଯୁବତୀଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ମିଳିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।
BREAKING NEWS
- PM-Xi Jinping Bilateral: ଆସୁଛନ୍ତି ଜିନପିଙ୍ଗ…ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କରିବେ ବଡ଼ ବୈଠକ?
- ଦେଶବ୍ୟାପୀ ଆସନ୍ତାକାଲି ବ୍ୟାଙ୍କ ଧର୍ମଘଟ, ସପ୍ତାହକୁ ୫ ଦିନ କାମ…
- ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
- ଟ୍ରମ୍ପଙ୍କ ବଡ଼ ଘୋଷଣା : ରିପବ୍ଲିକାନ୍ ଜିତିଲେ ପ୍ରତ୍ୟେକ ବରିଷ୍ଠ ଆମେରିକୀୟଙ୍କୁ ମିଳିବ ୫,୦୦୦ ଡଲାର
- ପ୍ରବଳ ବର୍ଷା ଆଶଙ୍କା; ମୟୂରଭଞ୍ଜରେ ଆଜି ସମସ୍ତ ସ୍କୁଲ ଛୁଟି ଘୋଷଣା
- ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ଏହି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
- ଟ୍ରେନ୍ ଧକ୍କାରେ ଦନ୍ତା ହାତୀ ମୃତ
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI

Comments are closed.