ବଲାଙ୍ଗିର: ଗଛରେ ପିଟି ହେଲା କାର୍ । ଦୁର୍ଘଟଣା ନେଲା ଦୁଇ ଜଣଙ୍କର ଜୀବନ । ଆଉ ଦୁଇ ଜଣ ଆହତ ହୋଇଛନ୍ତି । ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ରାସ୍ତାର ସାଗରପାଲିରେ ଏହି ଦୁର୍ଘଟଣା ଘଟିଛି । ମୃତକଙ୍କ ପରିଚୟ ମିଳି ପାରି ନାହିଁ । ଦୁଇ ଆହତଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ସେମାନଙ୍କୁ ଉଦ୍ଧାର କରି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କାରଟି ନବରଙ୍ଗପୁରରୁ ଭୁବନେଶ୍ୱରକୁ ଯାଉଥିବା ସୂଚନା ମିଳିଛି । ଏତିକିବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା ।
BREAKING NEWS
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
Comments are closed.