ସୁବର୍ଣ୍ଣପୁର : ପାଣିସିଆଲି ଛକ ନିକଟରେ ବଡ଼ ଅଘଟଣ । ରାସ୍ତା କଡରେ ଛିଡା ହୋଇଥିବା ଟ୍ରକକୁ ପିଟିଲା ବାଇକ୍ l ଘଟଣାସ୍ଥଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି l ମୃତକ ଦୁଇଜଣ ହେଲେ ବାବୁପାଲି ଗାଁର ସରୋଜ ଭୋଇ ଏବଂ ଅଏଁଲାପାଲି ଗାଁର ଟୁନା ଷାଣ୍ଡ । ଉଭୟ ସ୍ଥାନୀୟ ଏକ ଗୋଦାମରେ ଶ୍ରମିକ ଭାବରେ କାମ କରନ୍ତି l ଟୁନା ଷାଣ୍ଢ ଓ ସରୋଜ ଭୋଇ ଦୁଇ ଜଣ କାମ ସାରି ନିଜ ଘରକୁ ଫେରୁଥିବା ବେଳେ ପାଣିସିଆଲି ଗାଁ ଛକ ନିକଟରେ ରାସ୍ତାରେ ଥିବା ଏକ ଟ୍ରକ ସହିତ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିଲା l ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ତାଙ୍କୁ ସୋନପୁର ମୁଖ୍ୟଚିକିତ୍ସାଳୟକୁ ପଠାଇଥିଲା l ଏନେଇ ସେମାନଙ୍କ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ ପକ୍ଷରୁ ସୂଚନା ମିଳିଛି l
BREAKING NEWS
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
Comments are closed.