ଝାରସୁଗୁଡ଼ା: ଇବ୍ ନଦୀରେ ବୁଡ଼ି ଦୁଇ ଜଣ ବ୍ୟକ୍ତି ନିଖୋଜ ଅଛନ୍ତି। ନିଖୋଜ ବ୍ୟକ୍ତି ଦ୍ୱୟ ରାଜସ୍ଥାନର ସୋହନ ପାଲେୱାଲ ଓ ମଙ୍ଗିଲାଲ ପାଲେୱାଲ ବୋଲି ପୋଲିସ ସୂତ୍ରରୁ ସୂଚନା ମିଳିଛି। ସୂଚନା ଅନୁଯାୟୀ, ସୋହନ ଓ ମଙ୍ଗିଲାଲ କିଛି ସାଙ୍ଗଙ୍କ ସହ ଇବ୍ ନଦୀକୁ ଗାଧେଇବା ପାଇଁ ଯାଇ ଭାସିଯାଇ ନିଖୋଜ ଅଛନ୍ତି। ଏମାନେ ରାଜସ୍ଥାନରୁ ଆସି ଝାରସୁଗୁଡ଼ାର ଗାନ୍ଧୀଛକ ଅଞ୍ଚଳରେ ଜିଲାପି ବିକ୍ରି କରୁଥିବା ପୋଲିସ ସୂଚନା ଦେଇଛି। ଘଟଣା ସ୍ଥଳରେ ଗାନ୍ଧୀଛକ ଫାଣ୍ଡି ପୋଲିସ ଏବଂ ଅଗ୍ନିଶମ ବିଭାଗ ସେମାନଙ୍କୁ ଖୋଜାଖୋଜି ଜାରି ରଖିଛନ୍ତି।
BREAKING NEWS
- Statewide ‘Daman’ Drive:୨୧ରୁ ରାଜ୍ୟବ୍ୟାପୀ ‘ଦମନ’ ଅଭିଯାନ;ଅପରାଧୀଙ୍କ ଉପରେ ନଜର…
- PM Modi flags climate inequality:ବିକଶିତ ଦେଶଗୁଡ଼ିକରେ କାର୍ବନ୍ ନିର୍ଗମନ ଭାରତ ତୁଳନାରେ ଛଅ ଗୁଣ ଅଧିକ: ପ୍ରଧାନମନ୍ତ୍ରୀ ମୋଦୀ
- ଅଗରକର ଦେଲେ ଇସ୍ତଫା ପତ୍ର: ଚିଫ୍ ସିଲେକ୍ଟର ପଦରୁ ଓହରିବାକୁ ନେଇଛନ୍ତି ନିଷ୍ପତ୍ତି
- ପୁଣି ଡରାଉଛି ପାଣିପାଗ: ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୨୨ ତାରିଖରୁ ବଢ଼ିବ ବର୍ଷାର ପରିମାଣ, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
- ହ୍ୱାଟ୍ସଆପ୍ରେ ଘୂରି ବୁଲିଲା ଇଂରାଜୀ ପ୍ରଶ୍ନପତ୍ର: ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ବଡ଼ ନିଷ୍ପତ୍ତି, ପରୀକ୍ଷା ଘୁଞ୍ଚିଲା
- ମାତ୍ରାଧିକ ଚା’ ପିଉଥିଲେ ସାବଧାନ! ଗଳା କର୍କଟର ଆଶଙ୍କା ବଢ଼ିପାରେ ବୋଲି ସତର୍କ କଲେ ବୈଜ୍ଞାନିକ
- ଗୋପାଳପୁର ଡପଲର ରାଡାର ପୁଣି ଅଚଳ: ୨୨ ସେପ୍ଟେମ୍ବର ସୁଦ୍ଧା କାର୍ଯ୍ୟକ୍ଷମ ହେବା ନେଇ ଆଶା
- ୨୦ତମ ଏସୀୟ କ୍ରୀଡ଼ାର ଶୁଭାରମ୍ଭ: ମନୁ ଭାକର, ପୱନ ସେହରାୱତ କଲେ ଭାରତୀୟ ଦଳର ନେତୃତ୍ବ
- କାରରେ କ୍ଷମତାଠାରୁ ଅଧିକ ଯାତ୍ରୀ ବସାଉଛନ୍ତି କି? ସାବଧାନ, କଟିବ ମୋଟା ଅଙ୍କର ଚାଲାଣ
- ବିଲ୍ ବାକି ଥିବାରୁ ୨୫ଟି ସ୍କୁଲର ଲାଇନ୍ କଟିଲା, ଗଛମୂଳେ ଛାତ୍ରଛାତ୍ରୀ

Comments are closed.