ନୟାଗଡ଼ / ରାଉରକେଲା : ମଙ୍ଗଳବାର ଦିନ ସକାଳେ ଓଡ଼ିଶାରେ ଘଟିଯାଇଛି ୨ଟି ଦୁଷ୍କର୍ମ ଘଟଣା । ଗୋଟିଏ ଘଟଣା ନୟାଗଡ଼ରେ ଏବଂ ଅନ୍ୟଟି ସୁନ୍ଦରଗଡ଼ ଜିଲ୍ଲାରେ ଘଟିଥିବାର ସୂଚନା ମିଳିଛି ।
ନୟାଗଡ଼ର କୃଷ୍ଣଚନ୍ଦ୍ରପୁର ଠାରେ ଜନୈକା ମାନସିକ ଅନଗ୍ରସର ବାଳିକାକୁ ତା’ର ସମ୍ପର୍କୀୟ ଦୁଷ୍କର୍ମ କରିଥିବାର ପୁଲିସ ସୂତ୍ରରୁ ଜଣାପଡ଼ିଛି ।
ପୀଡ଼ିତାଙ୍କ ପରିବାରର ଚାନ୍ଦପୁର ଥାନାରେ ଅଭିଯୋଗ କରିବାପରେ ପୁଲିସ ଅଭିଯୁକ୍ତକୁ ଧରିବାକୁ ଛାନଭିନ୍ ଜାରି ରଖିଛି ।
ଅନ୍ୟ ଏକ ଦୁଷ୍କର୍ମ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲାରେ । ରାଉରକେଲା ଟାଉନ ପୋଲିସ ଥାନା ନିକଟରେ ଜଣେ ଯୁବତୀ ଗଣଦୁଷ୍କର୍ମର ଶୀକାର ହୋଇଛନ୍ତି । ପୀଡ଼ିତା ଜଣକ ଘରକୁ ଏକୁଟିଆ ଫେରୁଥିବା ବେଳେ ୨ ଜଣ ଯୁବକ ତାଙ୍କୁ ରାସ୍ତାରୁ ଟେକି ନେଇ ଗଣଦୁଷ୍କର୍ମ କରିଥିଲେ ।
ଏନେଇ ପୀଡ଼ିତାଙ୍କ ପରିବାର ପକ୍ଷରୁ ଥାନାରେ ଏକ ମାମଲା ରୁଜୁ ହୋଇଛି । ପୁଲିସ ଏହି ଗଣଦୁଷ୍କର୍ମ ଘଟଣାରେ ସମ୍ପୃକ୍ତ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଛାନଭିନ୍ ଜାରି ରଖିଛି ।
BREAKING NEWS
- ଓଡ଼ିଶା ରାଜ୍ୟ ଆଇନ ଆୟୋଗଙ୍କ ବାର୍ଷିକ ରିପୋର୍ଟ ଓ ନୂତନ ୱେବ୍ସାଇଟ୍ ଉନ୍ମୋଚିତ
- ଲସ୍କର-ଏ-ତୈବାର ଏକ ଆନ୍ତଃରାଜ୍ୟ ଆତଙ୍କବାଦୀ ମଡ୍ୟୁଲ୍ର ପର୍ଦ୍ଦାଫାସ୍, ୫ ଗିରଫ
- ଗିରଫ ହେଲେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର
- ରଗବୀ: ୧୭ ବର୍ଷରୁ କମ ବାଳିକା ବର୍ଗରେ ଓଡ଼ିଶା, ବାଳକ ବର୍ଗରେ ବିହାର ବିଜେତା
- ଆଇପିଏଲ: ପ୍ରତ୍ୟେକ ସିଜନରେ ଫ୍ରାଂଚାଇଜରଙ୍କ ହେଉଛି ୨୪୦୦ କୋଟି କ୍ଷତି !
- ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ ତୁମକୁ….
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
Comments are closed.