ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ସକ୍ରିୟ ଥିବା ଦୁଇ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ତେଲେଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଦୁଇ ହାର୍ଡକୋର ମାଓବାଦୀ । ନକ୍ସଲ ପନ୍ଥିଙ୍କ ଜାଗରକୋଣ୍ଡା ଏରିଆ କମିଟିର ସଦସ୍ୟ ହେମଲା ରାମା ଓ ମାଡକାମି ପାଇକା କୋତ୍ତାଗୁଡେମ ଏସପି ସୁନିଲ ଦତ୍ତଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ ପରେ ଏସପି ସୁନିଲ ଦତ୍ତ କହିଛନ୍ତି ଯେ, କରୋନାରେ ଆକ୍ରାନ୍ତ ହେବା ପରେ ଦଣ୍ଡକାରଣ୍ୟ ଅଞ୍ଚଳର ଅନେକ ନକ୍ସଲ ଏବେ ପୋଲିସ ନିକଟରେ ଆତ୍ମସମର୍ପଣ କରିବାକୁ ଚାହୁଁଛନ୍ତି । ହେଲେ ବଡ ନକ୍ସଲ ନେତା ସେମାନଙ୍କୁ ଧମକ ଦେଇ ଅଟକାଇ ରଖିଥିବା ଜଣାପଡିଛି ।
BREAKING NEWS
- Traffic Fines: ଚାଲାଣ ଭରୁନାହାନ୍ତି କି? ସୁପ୍ରିମକୋର୍ଟ ଦେଲେ କଡା ନିର୍ଦ୍ଦେଶ, ଲାଇସେନ୍ସରୁ PUC ଯାଏଁ ସବୁ ସେବା ବନ୍ଦ!
- ନିର୍ବାଚନରେ ରାଜନୈତିକ ଦଳ ପାଇଁ କାହିଁକି ଗୁରୁତ୍ୱପୂର୍ଣ୍ଣ ଶିଳ୍ପପତିଙ୍କ ସାହାଯ୍ୟ?
- Actress Pratyusha Banerjee Death case: ବୟଫ୍ରେଣ୍ଡ ରାହୁଲ ରାଜ୍ ସିଂ ଆଶ୍ୱସ୍ତ
- UPI ଛାଡି ନଗଦ ମୁହାଁ ଲୋକେ? ଚାର୍ଜ ଲାଗିବା ଖବର ପରେ ସର୍ଭେରେ ବଡ ଖୁଲାସା, କ୍ୟାସ୍-କାର୍ଡକୁ ଫେରିବେ ୭୬%!
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ
- ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ମନ୍ତ୍ରୀ
- US Death Row: ଘାତକ ଇଂଜେକ୍ସନ ପରେ ବି ମୃତ୍ୟୁଦଣ୍ଡରୁ ବଂଚିଗଲେ କଏଦୀ, ଦଣ୍ଡାଦେଶ ସ୍ଥଗିତ
- ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ;୬ ଜଣ ମହିଳାଙ୍କୁ ବାନ୍ଧିଲା
- ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ
- UP Temple Case: ମନ୍ଦିର ମାଲିକାନା ପାଇଁ ମର୍ଡର

Comments are closed.