ତେଲକୋଇ: କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ଖୁଣ୍ଟାପଡା ପଞ୍ଚାୟତ ମଧୁସୂଦନପୁର ଗାଁରେ ନିଆଁ ଲାଗି ପୋଡିଗଲା ଦୁଇ ବଖରା ଘର । ଧୂପ ନିଆଁରୁ ଘରେ ନିଆଁ ଲାଗିଥିବା ଜଣାପଡିଛି । ନିଆଁ ଲାଗିବା ଫଳରେ ଘରର ଚାଳ ସମ୍ପୂର୍ଣ୍ଣ ପୋଡିଯିବା ସହ ଆସବାବପତ୍ର ଓ କଂସାବାସନ ମଧ୍ୟ ପୋଡି ନଷ୍ଟ ହୋଇଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି ।
BREAKING NEWS
- ଢାବା ଉପରେ ଚଢ଼ାଉ, ପୋଲିସକୁ ଗାଳିଗୁଲଜ: ବିଜେପି ଯୁବ ନେତା ବି. ସୋମନାଥ ପାତ୍ରଙ୍କୁ ଗିରଫ କଲା ଗୋପାଳପୁର ପୋଲିସ
- ଅପରାଧ ପ୍ରମାଣିତ ନହେବା ଯାଏଁ ଚାକିରିରୁ କାଢ଼ିପାରିବେନି ସରକାର: ସୁପ୍ରିମକୋର୍ଟ
- ପରୀକ୍ଷାରେ ତ୍ରୁଟିକୁ ବରଦାସ୍ତ କଲାନି ଏନଟିଏ, ପରିଚାଳନା ଦାୟିତ୍ୱରେ ଥିବା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ୍
- ପୁରୁଷ ହକି ବିଶ୍ୱକପ୍ ୨୦୨୬: ଭାରତୀୟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ, ନେଦରଲ୍ୟାଣ୍ଡ୍ସଠାରୁ ନିକଟରୁ ଶୋଚନୀୟ ପରାଜୟ
- Kotia map:ଗୁଗୁଲ୍ ମ୍ୟାପ୍ରେ କୋଟିଆର ଭୁଲ୍ ସୀମା;ସଂଶୋଧନ ପାଇଁ ସରକାରୀ ପ୍ରକ୍ରିୟା ଆରମ୍ଭ
- ଲୁହାପଥର ନେଇ ଓଡ଼ିଶାରୁ ସିଙ୍ଗାପୁର ଯାଉଥିବା ଜାହାଜ ବୁଡ଼ିଲା: ୨୪ କ୍ରୁ ସଦସ୍ୟଙ୍କ ଜୀବନ ରକ୍ଷା ପାଇଁ ଉଦ୍ଧାର କାର୍ଯ୍ୟ ଜୋରଦାର
- କର୍ତ୍ତବ୍ୟରତ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଟିପିଏସ୍ଓଡିଏଲର ଦୃଢ କାର୍ଯ୍ୟାନୁଷ୍ଠାନ
- ଘୋଷଣା ହେଲା ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬, ଜାଣନ୍ତୁ ଓଡ଼ିଶାରୁ କିଏ ପାଇବେ…
- ଛାତ ଉପରେ ଥିବା ପୁରୁଣା ଡିସ୍ ଛତା ଆସିବ କାମରେ! ମାଗଣା ଚ୍ୟାନେଲ୍ ଦେଖିବା ପାଇଁ ଏମିତି କରନ୍ତୁ ବ୍ୟବହାର
- ପାରାଦୀପରେ ବଡ଼ ଅଘଟଣ; ମଝି ସମୁଦ୍ରରେ ବୁଡ଼ିଲା ଜାହାଜ, ୨୪ ଜଣଙ୍କୁ ଖୋଜୁଛି…

Comments are closed.