ଚଣ୍ଡିଖୋଲ: କଟକ ବନଖଣ୍ଡ ଅଧୀନ ବୈରୀ ଡାଳିଯୋଡା ରେଞ୍ଜ ଅଧୀନ ମଙ୍ଗରାଜପୁର ଅଂଚଳରୁ ଦୁଇ ଶିକାରୀ ଗିରଫ ହୋଇଛନ୍ତି । ସେମାନଙ୍କ ନିକଟରୁ ଦେଶୀ ବନ୍ଧୁକ ଜବତ କରାଯାଇଛି । ଦୁଇ ଜଣ ଶିକାରୀ ମଙ୍ଗରାଜପୁର ଅଂଚଳରେ ଜଙ୍ଗଲକୁ ଶିକାର ପାଇଁ ବାଇକରେ ଯାଉଥିବା ବେଳେ ବନ ବିଭାଗ ଅଧିକାରୀ ସେମାନଙ୍କ ପିଛା କରିଥିଲେ । ପରେ ସେମାନଙ୍କୁ କାବୁ କରି ନେଇଥିଲେ । ସେମାନଙ୍କ ନିକଟରୁ ଦେଶୀ ବନ୍ଧୁକ ଓ ବାଇକ୍ ଜବତ କରିଛି ବନ ବିଭାଗ । ବୈରୀ ବନ ବିଭାଗ ପକ୍ଷରୁ ଅଧିକ ତଦନ୍ତ ଜାରି ରଖିଛି ।
BREAKING NEWS
- ଜୋକୋଭିଚଙ୍କୁ ହରାଇ ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ହାସଲ କଲେ ଆଲକାରଜ
- ବଜେଟରେ ନିର୍ମଳା ସୀତାରମଣଙ୍କ ଶାଢ଼ି ସ୍ୱାଗ୍, ପ୍ରତ୍ୟେକ ଥର ଏକ ଭିନ୍ନ ଶୈଳୀ ଆସନ୍ତି ନଜର…
- ନନ୍ଦନକାନନରେ କୁମ୍ଭୀର ମୃତ; ୮ ଦିନରେ ୫…
- Development Projects In Subarnapur: ସୁବର୍ଣ୍ଣପୁର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬୩୩ କୋଟିର ପ୍ରକଳ୍ପ ଘୋଷଣା,ଓପନ୍ ଏୟାର ଥିଏଟର ପାଇଁ ୧୧.୨୩ କୋଟି
- Union Budget 2026: ଟିକସ ସ୍ଲାବରେ ମଧ୍ୟବିତ୍ତ ବର୍ଗଙ୍କ ପାଇଁ କଣ ରହିଛି…
- ଝାରଖଣ୍ଡ ନିକଟରୁ ୪ ୱିକେଟରେ ହାରିଲା ଓଡିଶା
- Union Budget 2026: ବଜେଟ ସବୁ ବର୍ଗ ପାଇଁ ସହାୟକ: ମୁଖ୍ୟମନ୍ତ୍ରୀ
- Budget 2026: ୧୫ ହଜାର ସ୍କୁଲ ଏବଂ ୫୦୦ କଲେଜରେ ଖୋଲିବ କ୍ରିଏଟର ଲ୍ୟାବ୍; ଗେମିଂରେ ୧୦ ଲକ୍ଷ ନିଯୁକ୍ତି
- ପ୍ରତିରକ୍ଷା କ୍ଷେତ୍ର ପାଇଁ ବଡ଼ ଧରଣର ବ୍ୟୟବରାଦ ଘୋଷଣା କଲେ ସରକାର..
- ବଜେଟରେ ମହଙ୍ଗା ହେଲା ମଦ, ସିଗାରେଟ୍ ଏବଂ ପାନ ମସଲା…
Comments are closed.