Latest Odisha News

BREAKING NEWS

ସଡ଼କ ଦୁର୍ଘଟଣାରେ ଦୁଇ ଗୁରୁତର, ଘଟଣାସ୍ଥଳରେ ଉତ୍ତେଜନା

ସୋନପୁର: ସୁବର୍ଣ୍ଣପୁର ସଦର ବୁଢ଼ାରଜା ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଦୁଇ ଗୁରୁତର ବ୍ୟକ୍ତିଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ଲାଗିରହିଛି । କାରକୁ ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ ।

Leave A Reply

Your email address will not be published.