ମାଲକାନଗିରି: ମାଲକାନଗିରି ଛତିଶଗଡ଼ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ପୋଲିସ ସହ ମାଓବାଦୀଙ୍କ ଗୁଳିବିନିମୟ । ମାଓବାଦୀଙ୍କ ଗୁଳିରେ ଦୁଇ ଜଣ ସୁରକ୍ଷା କର୍ମୀ ଶହୀଦ ହୋଇଛନ୍ତି । କଡେନାର ଥାନା ଅନ୍ତର୍ଗତ କରିଆମେଟା ଜଙ୍ଗଲକୁ ଆଇଟିବିପିର ଯବାନ ମାନେ କୁମ୍ବିଙ୍ଗ ଅପରେସନ ରେ ଯାଇଥିବା ବେଳେ ନକ୍ସଲ ମାନେ ଯବାନ ଙ୍କୁ ଦେଖି ଗୁଳି ଚାଳନା କରିଥିଲେ ଫଳରେ ଜଣେ ଏସ.ଏସ.ଆଇ ଓ ଅନ୍ୟ ଜଣେ ପ୍ଲାଟୁନ କମାଣ୍ଡର ଘଟଣା ସ୍ଥଳରେ ପ୍ରାଣ ହରାଇଛନ୍ତି । ବର୍ତ୍ତମାନ ସୁଦ୍ଧା ସେଠାରେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଜାରି ରହିଛି ।
BREAKING NEWS
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
Comments are closed.