Latest Odisha News

BREAKING NEWS

ଅନୁଗୁଳରେ ବଜ୍ରପାତ ଯୋଗୁଁ ୨ ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଅନ୍ତର୍ଗତ ବେଣ୍ଟପୁର ଗ୍ରାମରେ ଶନିବାର ଅପରାହ୍ନରେ ବଜ୍ରପାତ ଯୋଗୁଁ ୨ ଜଣ ବ୍ୟକ୍ତିଙ୍କ ପ୍ରାଣହାନୀ ଘଟିଛି ।

ଚାଷଜମିରେ କାର୍ଯ୍ୟ କରୁଥିବା ସମୟରେ ବଜ୍ରପାତ ଘଟିଥିବାର ସୂଚନା ମିଳିଛି ।

Leave A Reply

Your email address will not be published.