ଜମ୍ମୁକାଶ୍ମୀର: ଜମ୍ମୁ-କାଶ୍ମୀର ଅନନ୍ତନାଗ ଜିଲ୍ଲାର ସଂଗମ ଅଂଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଦୁଇ ଜଣ ଆତଙ୍କବାଦୀଙ୍କୁ ନିହତ ହୋଇଛନ୍ତି । ଶୁକ୍ରବାର ବିଳମ୍ବିତ ରାତିରେ ଏହି ଏନକାଉଂଟର ହୋଇଥିବା ବେଳେ ଏଥିରେ ଲସ୍କର-ଇ-ତୋଇବାର ଦୁଇଜଣ ଆତଙ୍କବାଦୀଙ୍କର ମୃତ୍ୟୁ ହୋଇଛି ।
ଘଟଣା ସ୍ଥଳରୁ ପୋଲିସ ଗୋଟିଏ ଏକେ ୪୭ ରାଇଫଲ, ଗୋଟିଏ ପିସ୍ତଲ, ଗୁଳି ଏବଂ ଅନ୍ୟାନ ମାରଣାସ୍ତ୍ର ଜବତ କରିଛି । ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି କାଶ୍ମୀର ଜୋନ୍ ପୋଲିସ । ଏହା ପୂର୍ବରୁ ଜମ୍ମୁ-କାଶ୍ମୀର ବଡଗାଓଁ ଜିଲ୍ଲାରେ ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ଜଣ ସହଯୋଗୀଙ୍କୁ ପୋଲିସ ଗିରଫ କରିଥିଲା । ତା’ ନକଟରୁ ଅନେକ ଆପତ୍ତିଜନକ ସାମଗ୍ରୀ ମିଳିଥିଲା ।
BREAKING NEWS
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
Comments are closed.