ଭୁବନେଶ୍ବର: ସୁନ୍ଦରଗଡ ଜିଲ୍ଲାର ବିଜେଡି ନେତା ନିଲମ୍ବିତ । ଦଳବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କୁ ନିଲମ୍ବନ କରିଛନ୍ତି ଦଳୀୟ ସଭାପତି । ଏନେଇ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ଏକ ବିଜ୍ଞପ୍ତି ଜାରି କରି କହିଛନ୍ତି । ନିଲମ୍ବିତ ଦୁଇ ବିଜେଡି ନେତା ହେଲେ ଅମରେଶ ପଣ୍ଡା ଓ ବିନୟ ପଣ୍ଡା ।
BREAKING NEWS
- ୨୦ ମାସର ଆଇନଗତ ଲଢ଼େଇ ପରେ ଆମେରିକାରେ ମହାତ୍ମା ଗାନ୍ଧୀଙ୍କ ନାତି ଫେରିପାଇଲେ ୩୦ ଏକର ଜମି
- ଶିକ୍ଷା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ: ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ୍କୁ ମିଳିଲା ଶ୍ରେଷ୍ଠ ‘ଆଇଭି ଲିଗ୍’ ରାଙ୍କିଙ୍ଗ୍
- ଇସ୍ରାଏଲ୍ରେ କ୍ଷମତା ପାଇଁ ଟକ୍କର: ବହୁମତରୁ ଦୂରରେ ନେତାନ୍ୟାହୁ
- ଦୁଇ ଦିନ ନୁହେଁ, ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ସିଙ୍ଗଲ୍ ୱିଣ୍ଡୋ ବୈଠକରେ ୨୨ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି
- ରାଜଧାନୀରୁ ୭୫ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୩ ଗିରଫ
- OUSSSC CPSE 2024: ପୋଲିସ ଏସ୍ଆଇ ପରୀକ୍ଷାର୍ଥୀଙ୍କ ବଢିଲା ତଥ୍ୟ ଅପଡେଟ୍ ସମୟସୀମା
- ୨ଦିନରେ ଷ୍ଟେସନରୁ ଜବତ ହେଲାଣି ୧୭ କେଜି ଗଞ୍ଜେଇ; ଦୁଇ ଗିରଫ
- ମୁମ୍ବାଇ ଇଣ୍ଡିଆନ୍ସ ହେଲା ସବୁଠାରୁ ଦାମୀ ଟିମ
- Sheikh Hasina approaches UN: ଢାକା ଫେରିବା ପୂର୍ବରୁ UNର ଦ୍ୱାରସ୍ଥ ହେଲେ ଶେଖ୍ ହସିନା;ଜାଣନ୍ତୁ କାରଣ…

Comments are closed.