ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ଦାନ୍ତେୱାଡା ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ଦୁଇ ମାଓବାଦୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନା ମୁତାବକ ଦାନ୍ତେୱାଡା ଜିଲ୍ଲାର କୁଆକୋଣ୍ଡା ଥାନା ଅନ୍ତର୍ଗତ ଗୁଡରା ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପରେ ରହିଥିବାର ଗୁଇନ୍ଦା ସୂଚନା ମିଳିବା ପରେ ଡିଆରଜି ଓ ସିଆରପିଏଫ ବାହିନୀ ମିଳିତ ଭାବେ କମ୍ବିଙ୍ଗ ଅପରେସନ ଆରମ୍ଭ କରିଥିଲେ। ଏଥିରେ ଦୁଇ ମାଓବାଦୀଙ୍କ ମୃତ ହୋଇଥିବା ସ୍ୱଷ୍ଟ ହୋଇଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ବର୍ତ୍ତମାନ ମଧ୍ୟ ସେଠାରେ ସର୍ଚ୍ଚ ଅପରେସନ ଚାଲୁ ରହିଥିବା ନେଇ ଦାନ୍ତେୱାଡା ଏସପି ଅଭିଷେକ ପଲ୍ଲଭ ସୂଚନା ଦେଇଛନ୍ତି ।
BREAKING NEWS
- ଆସନ୍ତାକାଲି ଘୋଷଣା ହେବ +୨ ପରୀକ୍ଷା ତାରିଖ
- ଭାରତର ଏହି ଗାଁରେ ସାପଙ୍କ ସହ ଖେଳନ୍ତି ଛୋଟ ପିଲା, ସବୁ ଘରେ ଥାଏ କୋବ୍ରା
- ଭୁଲ ମାଗିଲେ ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସର ଶୁଭଙ୍କର, କହିଲେ ପୁରୀ ହେଉଛି ମୋର….
- ପ୍ରଥମ ଥର ଆସିଲା ତିନି ଥର ମୋଡ଼ି ହେଉଥିବା ଫୋନ୍, ଦୁଇଟି ସେଲ୍ଫି କ୍ୟାମେରା ସହ ଦୁଇଟି ଡିସ୍ପ୍ଲେ
- ରାଜ୍ୟରେ ପ୍ରଶାସନିକ ଏବଂ ଶାସନ ସଂସ୍କାର କମିଟି ଗଠିତ; ନଜର ରଖିବେ ୫…
- କେଉଁ T20 ଲିଗ୍ ମ୍ୟାଚ୍ରେ ଖେଳାଳିଙ୍କୁ ମିଳିଥାଏ ଅଧିକ ଟଙ୍କା, କେତେ ନମ୍ୱରରେ ଆସିଥାଏ IPL ?
- ଅଚ୍ୟୁତ ସାମନ୍ତଙ୍କ ପୁସ୍ତକ ‘ମୋ ମା ମୋ ପ୍ରେରଣା’ ଉନ୍ମୋଚିତ
- ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ…
- Escape System: ଡିଆରଡିଓର ଲଢ଼ୁଆ ବିମାନ ଏସ୍କେପ୍ ସିଷ୍ଟମର ସଫଳ ପରୀକ୍ଷଣ
- ବିଶ୍ୱ ମହିଳା ଟିସ ଚେସ ଚାମ୍ପିୟନଶିପ: ପଦ୍ମିନୀଙ୍କୁ ବ୍ରୋଞ୍ଜ
Comments are closed.