ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ଦାନ୍ତେୱାଡା ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ଦୁଇ ମାଓବାଦୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନା ମୁତାବକ ଦାନ୍ତେୱାଡା ଜିଲ୍ଲାର କୁଆକୋଣ୍ଡା ଥାନା ଅନ୍ତର୍ଗତ ଗୁଡରା ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପରେ ରହିଥିବାର ଗୁଇନ୍ଦା ସୂଚନା ମିଳିବା ପରେ ଡିଆରଜି ଓ ସିଆରପିଏଫ ବାହିନୀ ମିଳିତ ଭାବେ କମ୍ବିଙ୍ଗ ଅପରେସନ ଆରମ୍ଭ କରିଥିଲେ। ଏଥିରେ ଦୁଇ ମାଓବାଦୀଙ୍କ ମୃତ ହୋଇଥିବା ସ୍ୱଷ୍ଟ ହୋଇଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ବର୍ତ୍ତମାନ ମଧ୍ୟ ସେଠାରେ ସର୍ଚ୍ଚ ଅପରେସନ ଚାଲୁ ରହିଥିବା ନେଇ ଦାନ୍ତେୱାଡା ଏସପି ଅଭିଷେକ ପଲ୍ଲଭ ସୂଚନା ଦେଇଛନ୍ତି ।
BREAKING NEWS
- Redeveloped Kalinga Studio:ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ର ଭବ୍ୟ ଲୋକାର୍ପଣ;ରହିଛି ସ୍ନୋ-ହାଉସ୍ ସହ ଏହି ସମସ୍ତ ବ୍ୟବସ୍ଥା
- Nigeria military aircraft: ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ; ୩୨ ଜଣଙ୍କୁ ନେଇ ଯାଉଥିଲା…
- ରଣଜୀ ଟ୍ରଫି: ଓଡିଶା ଦଳ ଘୋଷଣା, ଶୁଭ୍ରାଂଶୁଙ୍କୁ ପୂନର୍ବାର ଅଧିନାୟକ ଦାୟିତ୍ୱ
- Passenger carrying precious stones:କଷ୍ଟମ୍ସ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ;ବ୍ୟାଙ୍କକରୁ କୋଟିକୋଟି ମୂଲ୍ୟର ମୂଲ୍ୟବାନ ପଥର ଆଣୁଥିବା ଯାତ୍ରୀ ଗିରଫ
- ଭାଇରାଲ ହେଉଛି ଗିଲଙ୍କ ମଜାଦାର ବୟାନ
- ଅପେକ୍ଷାର ଘଟିବ ଅନ୍ତ: ଖୁବଶୀଘ୍ର ହେବ SI ପଦବୀ ଲାଗି ସାନି ପରୀକ୍ଷା
- Suspicious death of film director:ହୋଟେଲ୍ ରୁମ୍ରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଉଦ୍ଧାର
- ଏଲଏ୨୮ ଅଲିମ୍ପିକ୍ସ ପାଇଁ ହାଙ୍ଗଝୋଉ ଅପେକ୍ଷା ଆଇଚି-ନାଗୋୟା ଏସୀୟ କ୍ରୀଡ଼ା ଭାରତ ପାଇଁ ଅଧିକ ସଫଳ
- ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଏକାସାଙ୍ଗରେ ବଛାଯିବ ୪ଟି ଭାରତୀୟ ଦଳ; ସିଲେକ୍ଟରଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ
- ଖଲ୍ଲିକୋଟ କଲେଜ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା: ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ଥାନାରେ ୯ ଅଟକ

Comments are closed.