ଭୁବନେଶ୍ୱର: ରାଜଧାନୀରେ ମର୍ଣ୍ଣିଂ ଲୁଟେରାଙ୍କ ଆତଙ୍କରାଜ । ନିଳାଦ୍ରୀ ବିହାର ଅଞ୍ଚଳରେ ଫୁଲ ତୋଳୁଥିବା ବେଳେ ମହିଳାଙ୍କ ବେକରୁ ଝାମ୍ପି ନେଲେ ସୁନା ଚେନ୍ । ବାଇକରେ ଆସିଥିଲେ ତିନି ଜଣ ଦୁର୍ବୃତ୍ତ । ମହିଳାଙ୍କୁ ଆକ୍ରମଣ କରି ତାଙ୍କଠାରୁ ସୁନା ଚେନ୍ ଲୁଟିଥିଲେ । ଏମିତିବେଳେ ମହିଳାଙ୍କ ସ୍ୱାମୀ ବିରୋଧ କରିଥିଲେ । ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ ଲୁଟେରା । ଏହାପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଉଭୟ ସ୍ୱାମୀ-ସ୍ତ୍ରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି । ସକାଳୁ ସକାଳୁ ମର୍ଣ୍ଣିଂ ଓ୍ୱାକରେ ଯାଉଥିବା କିମ୍ବା ଫୁଲ ତୋଳୁଥିବା ମହିଳାଙ୍କୁ ଏବେ ଟାର୍ଗେଟ କରୁଛନ୍ତି ଲୁଟେରା ।
BREAKING NEWS
- Strait of Hormuz:ହର୍ମୁଜରେ ଅଶୋଧିତ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ଉଦ୍ଧାର
- ଏମ.ଏସ. ଧୋନିଙ୍କ ରେକର୍ଡ ସହ ସମକକ୍ଷ ହେଲେ ରାହୁଲ
- ନେସଲେର ‘ଲୋ ଫ୍ୟାଟ୍ ଡେରୀ ହ୍ୱାଇଟନ’ର ବିକ୍ରି ଉପରେ ରୋକ୍; କାହିଁକି ଅସୁରକ୍ଷିତ…
- ପୁରୁଷ ହକିରେ ଭାରତୀୟ ଦଳକୁ ସ୍ୱର୍ଣ୍ଣ, ଲସ୍ ଆଞ୍ଜେଲସ୍ ଅଲିମ୍ପିକ୍ସ ପାଇଁ କ୍ୱାଲିଫାଏ
- Shingles: କେବଳ ଚର୍ମ ରୋଗ ନୁହେଁ, ହୃଦୟ ଓ ମସ୍ତିଷ୍କକୁ କରିପାରେ ଆଟାକ୍
- ନଭେମ୍ବର ସୁଦ୍ଧା ଅଧ୍ୟାପକ ନିଯୁକ୍ତି ସମାପ୍ତ କରିବାକୁ ରାଜ୍ୟପାଳଙ୍କ ନିର୍ଦ୍ଦେଶ
- ଆକ୍ସନ ମୋଡରେ କମିଶନରେଟ୍ ପୋଲିସ, ଦୁଷ୍କର୍ମ ଅଭିଯୁକ୍ତକୁ ଏନକାଉଂଟର
- ପେଟ୍ରୋଲ ୫ ଓ ଡିଜେଲ ମୂଲ୍ୟରେ ୩ ଟଙ୍କା ବୃଦ୍ଧି କଲା ଏହି କମ୍ପାନୀ…
- ସଲମାନଙ୍କ ‘ମାତୃଭୂମି’କୁ ଗ୍ରୀନ ସିଗନାଲ୍, ଦୀୱାଲି ପରେ ରିଲିଜ୍ ପ୍ଲାନ୍
- ନନ୍ଦନକାନନରେ ସାମିଲ ୩୬ ନୂଆ ପ୍ରଜାତିର ପଶୁପକ୍ଷୀ

Comments are closed.