Latest Odisha News

BREAKING NEWS

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୨୪ ଘଣ୍ଟାରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି।

ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ତେବେ କଳାହାଣ୍ଡି ଓ କେନ୍ଦୁଝରରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର କରୋନାରେ ମୃତ୍ୟ ଘଟିଥିବା ସୁତ୍ରରୁ ପ୍ରକାଶ।

ଅଧିକ ପଢନ୍ତୁ- ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୨୯୮୯ ଜଣ ପଜିଟିଭ୍

Leave A Reply

Your email address will not be published.