Latest Odisha News

BREAKING NEWS

ରାଜ୍ୟରେ ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆସିଲା ଆଉ ଏକ ଖୁସି ଖବର । ରାଜ୍ୟରେ ସୁସ୍ଥ ହେଲେ ଆଉ ଦୁଇ କରୋନା ଆକ୍ରାନ୍ତ । ଭୁବନେଶ୍ୱରର ଦୁଇ ଆକ୍ରାନ୍ତ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି । ଚିକିତ୍ସା ପରେ ସମ୍ପୃକ୍ତ ୨ଜଣଙ୍କ ନମୂନା ନେଗେଟିଭ ଆସିଛି ।

ଏହାକୁ ମିଶାଇ ରାଜ୍ୟରେ ୩୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।

Leave A Reply

Your email address will not be published.