Latest Odisha News

ଦୁଇ ଭଉଣୀଙ୍କ ସଲିଳ ସମାଧି

ବାରିମୂଳ: କେନ୍ଦ୍ରାପଡା ସଦରଥାନା ଜଅଁରା ବାରିମୂଳ ଗାଁରେ ଅଘଟଣ । ପାଣିରେ ବୁଡ଼ି ଦୁଇ ଭଉଣୀଙ୍କର ମୃତ୍ୟୁ ହୋଇଯାଇଛି । ମୃତକ ମଧ୍ୟରୁ ଜଣେ ୩ବର୍ଷର ଓ ଅନ୍ୟ ଜଣେ ୨ ବର୍ଷର ଝିଅ । ଯୋର ଭିତରୁ ଡଙ୍ଗା ଗୋଟାଉଥିବା ବେଳେ ଏହି ଅଘଟଣ ଘଟିଛି । ଯୋର ଭିତରୁ ଦୁଇ ଭଉଣୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି ।

Leave A Reply

Your email address will not be published.