ଯାଜପୁର : ଯାଜପୁରରେ ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ ପଡିଲା ମହଙ୍ଗା । ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ ଅଭିଯୋଗରେ ଦୁଇ ଜଣ ଶିକ୍ଷକଙ୍କୁ ନିଲମ୍ବନ କରାଯାଇଛି । ପଞ୍ଚାୟତ ନିର୍ବାଚନରେ ଦୁଇ ଜଣ ଶିକ୍ଷକ ନିର୍ବାଚନ କମିସନଙ୍କ ଗାଇଡଲାଇନକୁ ଅବମାନନା କରୁଥିଲେ । ଏହି ଅଭିଯୋଗରେ ଦୁଇ ଜଣ ଶିକ୍ଷକଙ୍କୁ ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ନିଲମ୍ବନ କରିଛନ୍ତିା ଦୁଇ ଜଣ ଶିକ୍ଷକ ହେଉଛନ୍ତି ବରୀ ବ୍ଲକ ନୋଡାଲ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ କୁମାର ଚନ୍ଦ୍ର ଶୁକ୍ଲା ଓ ସେରପୁର ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ନକୁଳ ଚନ୍ଦ୍ର ରାଉତ ବୋଲି ସୂଚନା ମିଳିଛି ।
BREAKING NEWS
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
Comments are closed.