Latest Odisha News
Browsing

Video

ହରିୟାଣାରେ ବିଜେପିକୁ ଦମ୍ ଦେଖାଇବ ‘ଇଣ୍ଡିଆ’ !

ଭୁବନେଶ୍ୱର: ନିର୍ବାଚନ ପାଇଁ ଦେଶର ବିଭିନ୍ନ ରାଜ୍ୟରେ ଏବେ ପ୍ରସ୍ତୁତି ଜୋର ଧରିଛି। ଦେଶର ସାଧାରଣ ନିର୍ବାଚନ ସହ ବିଭିନ୍ନ ରାଜ୍ୟର ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ରାଜନୈତିକ ଦଳଗୁଡିକ ବେଶ ତତ୍ପର ହୋଇଛନ୍ତି। ବିଶେଷ କରି ଏନଡିଏ ଓ ଇଣ୍ଡିଆ ମେଣ୍ଟରେ ଥିବା ବିଭିନ୍ନ ଦଳ ତତ୍ପର…

‘ଏବେ ୱାନ ନେସନ ୱାନ ଇଲେକ୍ସନ, ଆଗକୁ ୱାନ ନେସନ ୱାନ ପାର୍ଟି’

ଭୁବନେଶ୍ୱର: ସଂସଦର ସ୍ୱତନ୍ତ୍ର ଅଧିବେଶନ ଓ ୱାନ ନେସନ ୱାନ ଇଲେକ୍ସନ ପ୍ରସଙ୍ଗ ଏବେ ଚର୍ଚ୍ଚାର ପ୍ରମୁଖ ପ୍ରସଙ୍ଗ ପାଲଟିଛି। ସାଧାରଣ ଲୋକଙ୍କଠୁ ଆରମ୍ଭ କରି ରାଜନୈତିକ ଦଳର ନେତାମାନେ ଏହାକୁ ନେଇ ନାନା ପ୍ରକାର ତର୍ଜମା କରୁଥିବା ଦେଖିବାକୁ ମିଳିଛି। ସେପଟେ ବିରୋଧୀ ଦଳର ନେତାମାନେ ଏ…

ଏଥର ବାଙ୍କୀରେ ପୁଣିଥରେ ଦେବୀ!

ଭୁବନେଶ୍ୱର: ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀମାନେ ନିର୍ବାଚନ ମଣ୍ଡଳୀରେ ରାଜନୈତିକ କାର୍ଯ୍ୟକ୍ରମକୁ ଜୋରଦାର କଲେଣି। ବିଭିନ୍ନ ଦଳର ବହୁ ଆଶାୟୀ ଥିଲେ ମଧ୍ୟ ପ୍ରମୁଖ ପ୍ରାର୍ଥୀମାନେ ଟିକେଟ ପାଇବା ସମ୍ଭାବନା ଅଧିକ। ସେଥିପାଇଁ ସେମାନେ ବିଭିନ୍ନ ମାଧ୍ୟମରେ ମାହୋଲ ତିଆରି…

ମିଳିଲା ଗ୍ରୀନ ସିଗନାଲ, ଏଥର ରାହୁଲଙ୍କ ହାତ ଧରିବେ ଶର୍ମିଳା !

ଭୁବନେଶ୍ୱର: ତେଲେଙ୍ଗାନା ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ବିଭିନ୍ନ ରାଜନୈତିକ ଦଳ ନିଜ ନିଜର ସମୀକରଣକୁ ରୂପ ଦେବାରେ ଲାଗି ପଡିଛନ୍ତି। ତେଲେଙ୍ଗାନା ଶାସକ ଦଳ ବିଆରଏସ ନିଜର ପ୍ରାର୍ଥୀ ଘୋଷଣା କରି ସାରିଥିବା ବେଳେ କଂଗ୍ରେସ ଓ ବିଜେପି ଏ ଯାଏ ପ୍ରାର୍ଥୀ ଘୋଷଣା କରିନାହାନ୍ତି।…

ଭାରତ ଜିତିବା ପାଇଁ ରାହୁଲ କର୍ଣ୍ଣାଟକରେ ଦେଲେ ଗୃହଲକ୍ଷ୍ମୀ !

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର ଭିନ୍ନ ରଣନୀତି ଦେଖିବାକୁ ମିଳୁଛି। ଦେଶର ଚାରୋଟି ପ୍ରମୁଖ ରାଜ୍ୟର ନିର୍ବାଚନ ପାଇଁ ପ୍ରମୁଖ ଦଳର ବରିଷ୍ଠ ନେତାମାନେ ଜୋରଦାର ପ୍ରଚାର କରୁଥିବା ବେଳେ ରାହୁଲ କିନ୍ତୁ ଭିନ୍ନ ଷ୍ଟାଇଲରେ କାର୍ଯ୍ୟ କରୁଥିବା ଦେଖିବାକୁ…

ବିରୋଧୀ ମେଣ୍ଟ ପ୍ରଥମେ ‘ଇଣ୍ଡିଆ’ ନେଲେ, ଏବେ ନେବେ ଜାତୀୟ ପତାକା ରଙ୍ଗ!

ଭୁବନେଶ୍ୱର: ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ତାରିଖ ଦୁଇ ଦିନ ଧରି ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ମେଣ୍ଟ ଇଣ୍ଡିଆର ତୃତୀୟ ବୈଠକ ଉପରେ ସମସ୍ତଙ୍କର ନଜର ରହିଛି। ଏହି ବୈଠକରେ ମେଣ୍ଟର ପ୍ରମୁଖ ନିଷ୍ପତ୍ତି ସବୁ ନିଆଯିବ। ସେ ଭିତରେ ମେଣ୍ଟର ଲୋଗୋକୁ ନେଇ ଆଲୋଚନା ଜୋର ଧରିଛି।…

ରାହୁଲଙ୍କ ଗ୍ୟାରେଣ୍ଟି, ‘ବିଜେପିକୁ ହରାଇଦେଵ କଂଗ୍ରେସ’

ଭୁବନେଶ୍ୱର: ଦେଶର ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ବିଭିନ୍ନ ପ୍ରକାର ସର୍ଭେ ପଦାକୁ ଆସୁଛି। ଏନଡିଏ ନା ଇଣ୍ଡିଆ କିଏ ଜିତିବ ତାକୁ ନେଇ ଭିନ୍ନ ଭିନ୍ନ ତଥ୍ୟ ବାହାରକୁ ଆସୁଛି। ଏଭଳି ସ୍ଥିତିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଏକ ମନ୍ତବ୍ୟ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି। ୨୦୨୪…

ଏମପିରେ ହିନ୍ଦୁତ୍ୱକୁ ନେଇ ଫସିଲା କଂଗ୍ରେସ ! ଟାର୍ଗେଟ କଲେ ଦଳୀୟ ନେତା

ଭୁବନେଶ୍ୱର: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ହିନ୍ଦୁତ୍ୱ କାର୍ଡ ଦେଖିବାକୁ ମିଳୁଛି। ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିସିସି ସଭାପତି କମଳନାଥ ବିଭିନ୍ନ ମାଧ୍ୟମରେ ହିନ୍ଦୁତ୍ୱକୁ ଗୁରୁତ୍ୱ ଦେଉଛନ୍ତି। ଯାହାକୁ ନେଇ ଦଳର ସଂଖ୍ୟାଲଘୁ ନେତା ଦଳୀୟ ନେତୃତ୍ୱ…

ଛତିଶଗଡରେ କଂଗ୍ରେସର ଜିତିବା ଚିନ୍ତା, ଉପମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ମୁଖ୍ୟମନ୍ତ୍ରୀ ବଘେଲ

ଭୁବନେଶ୍ୱର: ଛତିଶଗଡରେ ରାଜନୈତିକ ପରିବେଶ ଦିନକୁ ଦିନ ଉଷ୍ମ ହେବାରେ ଲାଗିଛି। ନିର୍ବାଚନ ତାରିଖ କୌଣସି ମୁହୂର୍ତ୍ତରେ ଘୋଷଣା ହୋଇପାରେ। ଚଳିତ ବର୍ଷ ଶେଷ ଭାଗରେ ନିର୍ବାଚନ ହେବାକୁ ଥିବାବେଳେ ବିଜେପି ନିଜର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଛି। ସେପଟେ ଇଣ୍ଡିଆ…

ତାରିଖ ଘୋଷଣା ହୋଇନି, ବିଜେପି ବିଧାୟକ ନିଜେ ନିଜର ନିର୍ବାଚନ କରାଇଦେଲେ

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ନିର୍ବାଚନ ହେଉଛି। କଥାଟା ଟିକେ ଅଡ଼ୁଆ ଲାଗୁଥିଲେ ମଧ୍ୟ ସତ୍ୟ। ଏଭଳି କିଛି ଦେଖିବାକୁ ମିଳିଛି ମଧ୍ୟପ୍ରଦେଶରେ। ଚଳିତ ବର୍ଷ ଶେଷ ଭାଗରେ ଅର୍ଥାତ ଡିସେମ୍ବର ମାସରେ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ହେବ। ଏ ନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ଏ ଯାଏ…