Latest Odisha News

BREAKING NEWS

Browsing

Video

‘ମହାରାଷ୍ଟ୍ର ରାଜନୀତି’, ସ୍ୱାର୍ଥ ପାଇଁ ମିଶିଗଲେ, ଏବେ ପଦ ପାଇଁ ବାଡାବାଡି!

ଭୁବନେଶ୍ୱର: ମହାରାଷ୍ଟ୍ର ବିଧାନସଭା ଅଧିବେଶନ ଆରମ୍ଭ ପୂର୍ବରୁ ରାଜନୀତି ସରଗରମ ହେଉଛି। ଗୋଟିଏ ପଟେ ସିନ୍ଦେ ବିଜେପି ଅଜିତ ସରକାର ନିଜର ମନ୍ତ୍ରୀମଣ୍ଡଳକୁ ଚୂଡାନ୍ତ ରୂପ ଦେଇପାରୁ ନାହାଁନ୍ତି। ଏପରିକି ବିଭାଗ ବଣ୍ଟନକୁ ନେଇ ମଧ୍ୟ ଅଙ୍କ ଛିଡୁ ନାହିଁ। ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ…

କଂଗ୍ରେସର ନୂଆ ଫଣ୍ଡା, ଦଳ ଭିତରେ ଲଢ଼ନି, ବିଜେପିକୁ ସଫା କର!

ଭୁବନେଶ୍ୱର: ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଛତିଶଗଡ଼ରେ ଦଳୀୟ ସଙ୍ଗଠନକୁ ସଜାଡ଼ିଛି। ଦଳୀୟ କନ୍ଦଳ ଏବେ ପ୍ରମୁଖ ରାଜନୈତିକ ଦଳଗୁଡିକ ପାଇଁ ମୁଣ୍ଡବ୍ୟଥାର କାରଣ ହେଉଥିବା ବେଳେ ନିର୍ବାଚନ ପୂର୍ବରୁ କଂଗ୍ରେସ ଏହା ଉପରେ ସର୍ବାଧିକ ଗୁରୁତ୍ୱ ଦେଇଛି। ହିମାଚଳ ଓ କର୍ଣ୍ଣାଟକରେ ଏହି…

ରାହୁଲଙ୍କୁ ଜେଲରେ ନ ପୁରେଇ ଛାଡିବନି ବିଜେପି !

ଭୁବନେଶ୍ୱର: ମୋଦି ସାଙ୍ଗିଆ ସମ୍ପର୍କିତ ଟିପ୍ପଣୀ ପ୍ରସଙ୍ଗକୁ ନେଇ ରାହୁଲଙ୍କ ପିଛା ଛାଡୁନି ବିଜେପି। ଗୁଜୁରାଟ ସମେତ ଦେଶର ବିଭିନ୍ନ ରାଜ୍ୟରେ ରାହୁଲଙ୍କ ମନ୍ତବ୍ୟକୁ ନେଇ ମାନହାନି ମାମଲା ଚାଲିଥିବା ବେଳେ ସୁରଟ କୋର୍ଟ ଦଣ୍ଡାଦେଶ ଶୁଣାଇଛନ୍ତି। ଯାହାକି ଗୁଜୁରାଟ ହାଇକୋର୍ଟରେ ମଧ୍ୟ କାଏମ…

ସୁପ୍ରିମକୋର୍ଟଙ୍କୁ ମହାରାଷ୍ଟ୍ର ବାଚସ୍ପତିଙ୍କ ଚ୍ୟାଲେଞ୍ଜ!

ଭୁବନେଶ୍ୱର: ମହାରାଷ୍ଟ୍ର ରାଜନୀତିରେ ଆକ୍ଷେପ ପ୍ରତିଆକ୍ଷେପ ପର୍ବ ତୀଵ୍ର ହୋଇଛି। ପ୍ରତି ମୁହୂର୍ତ୍ତରେ ନୂଆ ରୂପ ନେଉଥିବା ମହାରାଷ୍ଟ୍ର ରାଜନୀତିରେ ନେତାଙ୍କ ମନ୍ତବ୍ୟକୁ ଆନ୍ଦୋଳନ ଆରମ୍ଭ ହୋଇଛି। ଉଦ୍ଧବ ଠାକରେଙ୍କ ମନ୍ତବ୍ୟକୁ ନେଇ ବିଜେପି ରାସ୍ତାକୁ ଓଲ୍ହାଇଛି। ମହାରାଷ୍ଟ୍ର…

ମହାରାଷ୍ଟ୍ର ରାଜନୀତି, ହାତ ଛାଡ଼ିଦେବେ ସାଥୀ, ଏକା ହୋଇଯିବେ ସିନ୍ଦେ!

ଭୁବନେଶ୍ୱର: ମହାରାଷ୍ଟ୍ର ରାଜନୀତିରେ ପ୍ରତି ମୁହୂର୍ତ୍ତରେ କିଛି କିଛି ପରିବର୍ତ୍ତନ ହୋଇଚାଲିଛି। ଆଗକୁ ମହାରାଷ୍ଟ୍ର ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ବିଭାଗ ବଣ୍ଟନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମନ୍ତ୍ରୀମଣ୍ଡଳରେ ଅଜିତ ପାୱାର…

ବିରୋଧୀଙ୍କୁ ଧୋକା ଦେବେ ନୀତିଶ !

ଭୁବନେଶ୍ୱର: ବିରୋଧୀ ଏକତା ବୈଠକକୁ କାଉଣ୍ଟର କରିବ ଏନଡିଏ ବୈଠକ। ବିଜେପିକୁ ଶାସନରୁ ହଟାଇବା ପାଇଁ ବିରୋଧୀ ଦଳ ଗୁଡିକ ଏକ ହେଉଛନ୍ତି। ବିରୋଧୀଙ୍କ ପ୍ରଥମ ବୈଠକ ପାଟନାରେ ହୋଇସାରିଥିବା ବେଳେ ଦ୍ଵିତୀୟ ବୈଠକ ଆସନ୍ତା ୧୭ ଓ ୧୮ ତାରିଖରେ ବେଙ୍ଗାଲୁରୁରେ ହେବ। ସେଥିପାଇଁ ବିରୋଧୀ ଦଳ ଗୁଡିକ…

ମିଶନ ଚନ୍ଦ୍ରଯାନ: ୬୦୦ କୋଟି ଖର୍ଚ୍ଚ କରି ଚନ୍ଦ୍ରରେ କଣ ହାତେଇବାକୁ ଚାହୁଁଛି ଭାରତ ?

ଭୁବନେଶ୍ୱର: ୨ ଦଶନ୍ଧିରେ ତୃତୀୟ ମିଶନ । ଚନ୍ଦ୍ରରେ ପହଞ୍ଚିବାକୁ ପୁଣି ଥରେ ଭାରତର ପ୍ରୟାସ । ଶେଷଥର ପାଇଁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ୨୦୧୯ ଜୁଲାଇ ୨୨ରେ ଚନ୍ଦ୍ରୟାନ-୨କୁ ମହାକାଶକୁ ପଠାଇଥିଲା । ଯେଉଁଥିରେ ଉତକ୍ଷେପଣକୁ ବାଦ୍ ଦେଲେ ୬୦୩ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ…

ବିଜେପିକୁ ଟେନସନରୁ ମୁକ୍ତି ଦେବ କି ଟିଫିନ?

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବିଭିନ୍ନ ରାଜ୍ୟକୁ ଘନ ଘନ ଗସ୍ତ କରୁଛନ୍ତି। ଦଳୀୟ ନେତା କର୍ମୀ ଓ କାର୍ଯ୍ୟକର୍ତାଙ୍କୁ ଭେଟୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ମଧ୍ୟରେ ଆଉ ଏକ ପ୍ରସଙ୍ଗକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶ…

ସମସ୍ତେ ନିଜ ସ୍ୱାର୍ଥ ଦେଖୁଛନ୍ତି, ଏକାଠି ହୋଇପାରିବେନି ବିରୋଧୀ !

ଭୁବନେଶ୍ୱର: ଦ୍ଵିତୀୟ ବିରୋଧୀ ଏକତା ବୈଠକ ପୂର୍ବରୁ ବିରୋଧୀଙ୍କ ମଧ୍ୟରେ କେଁ ପଶିଛି। ଚଳିତ ମାସ ୧୭ ଓ ୧୮ ତାରିଖରେ ବେଙ୍ଗାଲୁରୁରେ ବିରୋଧୀଙ୍କ ବୈଠକ ହେବାକୁ ଥିବାବେଳେ କଂଗ୍ରେସ ଆମ ଆଦମୀ ପାର୍ଟିକୁ ବୈଠକରେ ଯୋଗ ଦେବାକୁ ନିମନ୍ତ୍ରଣ କରିଛି। କିନ୍ତୁ ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ…

‘ମୁଖ୍ୟମନ୍ତ୍ରୀ ଅସୁସ୍ଥ’, ତାଙ୍କୁ ଗୃହବନ୍ଦୀ ରଖାଯାଇଛି ବୋଲି କହିଲେ ଅପରାଜିତା

ଭୁବନେଶ୍ୱର: ପୁଣି ନା ନନେଇ ଟାର୍ଗେଟ୍ କଲେ ଅପରାଜିତା । ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଖୋର୍ଦ୍ଧା ଜିଲ୍ଲାର ମଳିପଡ଼ାର ଏକ ସଭାରେ ପୁଣି ଥରେ ବର୍ଷିଛନ୍ତି । କହିଛନ୍ତି, ରାଜ୍ୟରେ ନିର୍ବାଚିତ ନେତା, ମନ୍ତ୍ରୀ ସଭାକୁ ଯାଉ ନାହାନ୍ତି କି ଘୋଷଣା କରୁ ନାହାନ୍ତି ।…