Latest Odisha News

BREAKING NEWS

Browsing

Video

ବଘେଲଙ୍କ ଗଣିତ ଭୁଲ କରିବାକୁ ଅଙ୍କ କଷୁଛନ୍ତି ଶାହା

ଭୁବନେଶ୍ୱର: ରାଜ୍ୟର ବିଧାନସଭା ନିର୍ବାଚନକୁ ଆଉ ମାତ୍ର କେଇ ମାସ ବାକି ଥିବାବେଳେ ଛତିଶଗଡ଼ରେ ରାଜନୈତିକ ଉଷ୍ମତା ଦେଖାଦେଇଛି। ଉଭୟ କଂଗ୍ରେସ ଓ ବିଜେପି ନିଜ ନିଜର ରାଜନୈତିକ କାର୍ଯ୍ୟକ୍ରମକୁ ତୀଵ୍ର କରିଛନ୍ତି। କଂଗ୍ରେସ ପକ୍ଷରୁ ଅଵ କି ବାର ୭୫ ପାରର ନାରା ଦିଆଯାଇ ରାଜ୍ୟବ୍ୟାପୀ…

‘ମୋଦିଙ୍କୁ ହରାଇପାରିବେ ପ୍ରିୟଙ୍କା’

ଭୁବନେଶ୍ୱର: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ମିଳିବ କି ବଡ଼ ଦାୟିତ୍ୱ। ଉତ୍ତରପ୍ରଦେଶ ଦାୟିତ୍ବରୁ ମୁକ୍ତି ପାଇ ପ୍ରିୟଙ୍କା ସାରା ଦେଶରେ କଂଗ୍ରେସକୁ ଶକ୍ତ କରିବାର ଦାୟିତ୍ୱ ନେବେ କି। ଏମିତି କିଛି କଳ୍ପନାଜଳ୍ପନା ଏବେ ଜାତୀୟ ରାଜନୀତିରେ ଦେଖିବାକୁ ମିଳିଛି। କର୍ଣ୍ଣାଟକ…

ଭୁବନେଶ୍ୱର, କଟକରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଦିନ ବେଳା ଅସହ୍ୟ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହୋଇଥିବା ରାଜଧାନୀ ବାସୀଙ୍କୁ ଅପରାହ୍ଣରେ ଆଶ୍ୱସ୍ତି ମିଳିଛି । ଅପରାହ୍ଣରେ ରାଜଧାନୀ ଭୁବନେଶ୍ୱର ସହ ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ କାଳବୈଶାଖୀ ବର୍ଷା ଅନୁଭୂତ ହୋଇଛି । ଘଡ଼ଘଡ଼ି ବର୍ଷା ସହ ୩ ଜିଲ୍ଲାରେ…

ଯାଜପୁର ରୋଡ୍ ରେଳ ଷ୍ଟେସନରେ ଅଘଟଣ, ଇଞ୍ଜିନ୍ ନଥିବା ମାଲଗାଡ଼ି ନେଲା ୬ ଜୀବନ

ଯାଜପୁର: ଭାଗ୍ୟ ହେଲା ବଇରୀ । ବର୍ଷା ନେଇଗଲା ଜୀବନ । ବାହାନଗା ରେଳ ଦୁର୍ଘଟଣା ମନରୁ ଲିଭି ନଥିବା ବେଳେ ପୁଣି ଯାଜପୁରରୁ ଆସିଛି ଦୁଃଖଦ ଖବର । କାଳବୈଶାଖୀ ବର୍ଷାରୁ ରକ୍ଷା ପାଇବା ପାଇଁ ପ୍ରାୟ ଟ୍ରେନ୍ ଟ୍ରାକରେ କାମ କରୁଥିବା ପ୍ରାୟ ୭ ଜଣ ଶ୍ରମିକ ଛିଡ଼ା ହୋଇଥିବା ମାଲବାହୀ ଟ୍ରେନ୍ ତଳେ…

ବଢ଼ିଛି ରେଳ ବଜେଟ୍, ତଥାପି କାହିଁକି ଲୌହଦାନବ ନେଉଛି ଜୀବନ ?

ଭୁବନେଶ୍ୱର: ଆମେରିକା, ଋଷିଆ ଓ ଚୀନ ପରେ ବିଶ୍ୱର ସବୁଠୁ ବଡ଼ ରେଳ ନେଟୱର୍କ ଭାରତରେ ରହିଛି । ୧ ଲକ୍ଷ ୨୬ ହଜାର ୩୬୬ କିଲୋମିଟର ଯାଏ ଭାରତରେ ରେଳ ଟ୍ରାକ୍ ଲମ୍ବିଥିବା ବେଳେ ରହିଛି ୭ ହଜାର ୭୩୫ଟି ରେଲୱେ ଷ୍ଟେସନ୍ । ଭାରତରେ ଦୈନିକ ୧୩ ହଜାର ୫୨୩ ଯାତ୍ରୀବାହୀ ଟ୍ରେନ୍ ସହ ୯ ହଜାର ୧୪୬ଟି…

ବାହାନଗା ଟ୍ରେନ୍ ଦୁର୍ଘଟଣାର ସିବିଆଇ ତଦନ୍ତ ପାଇଁ ରେଲୱେ ବୋର୍ଡର ସୁପାରିସ୍

ଭୁବନେଶ୍ୱର: କେମିତି, କାହା ପାଇଁ କରମଣ୍ଡଳ ଦୁର୍ଘଟଣାଗ୍ରସ୍ତ ହେଲା ? କାହା ଭୁଲ୍ ପାଇଁ ୨୭୫ ଜଣଙ୍କ ଜୀବନ ଗଲା ? ଏସବୁର ତଦନ୍ତ ପାଇଁ ରେଲୱେ ବୋର୍ଡ ସିବିଆଇ ତଦନ୍ତ ସୁପାରିସ୍ କରିଛି । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରେଳମନ୍ତ୍ରୀ କହିଛନ୍ତି,…

ବାହାନଗା ଟ୍ରେନ୍ ଦୁର୍ଘଟଣା ବୈଷୟିକ ତ୍ରୁଟି ନା ମନୁଷ୍ୟକୃତ ? ଦୁର୍ଘଟଣା ପାଇଁ ଦାୟୀ କିଏ ?

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ରେଲୱେ ଷ୍ଟେସନ ନିକଟରେ କରମଣ୍ଡଳ ଏକ୍ସପ୍ରେସ୍ ଓ ବେଙ୍ଗଳୁରୁ-ହାୱଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍ ଦୁର୍ଘଟଣାରେ ଏବେ ସୁଦ୍ଧା ୨୬୧ ଜଣଙ୍କ ମୃତ୍ୟୁ ହୋଇଛି । ଓଡ଼ିଶାରେ ସବୁଠୁ ବଡ଼ ରେଳ ଦୁର୍ଘଟଣା ଶତାଧିକ ଯାତ୍ରୀଙ୍କ ମୃତ୍ୟୁ ପରେ ପ୍ରଶ୍ନ ଉଠୁଛି ଦୁର୍ଘଟଣା…

ଦିନ ସାଢ଼େ ୨ଟା ସୁଦ୍ଧା ସମ୍ବଲପୁରରେ ୪୪ ଟପିଲା ପାରଦ, ଆଉ ୫ ଦିନ କାଳବୈଶାଖୀ

ଭୁବନେଶ୍ୱର: ଓଡ଼ିଶା ଜଳୁଛି । ଦିନ ୯ଟା ପରେ ଘରୁ ବାହାରିବା ମୁସ୍କିଲ୍ ହୋଇ ପଡ଼ୁଛି । ଅସହ୍ୟ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଲୋକେ ହନ୍ତସନ୍ତ ହେଉଥିବା ବେଳେ କାଳବୈଶାଖୀ ବର୍ଷା ଯନ୍ତ୍ରଣାକୁ ଆହୁରି ଅସହ୍ୟ କରୁଛି । ଆଜି ଦିନ ୨ ଟା ୩୦ ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା…

ବିଜେପିର ‘ଜନସମ୍ପର୍କ ଅଭିଯାନ’, ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର: କେନ୍ଦ୍ରର ମୋଦି ସରକାରକୁ ୯ ବର୍ଷ ପୂରିଛି । ୯ ବର୍ଷରେ ସରକାର କଣ କଣ କରିଛନ୍ତି । ଦେଶ କେତେ ବଦଳିଛି ? ମୋଦି ସରକାରର ଗୌରବମୟ ୯ ବର୍ଷ ଶାସନର ସଫଳତାକୁ ନେଇ ଦଳ ମାସେ ବ୍ୟାପୀ ‘ଜନସମ୍ପର୍କ ଅଭିଯାନ’ ଆରମ୍ଭ କରିବ । ଆଉ ଏହି ‘ଜନସମ୍ପର୍କ ଅଭିଯାନ’ରେ ଯୋଗ ଦେବାକୁ ଓଡ଼ିଶା…

ନୂଆ ସଂସଦ ଭବନରୁ ଦେଶବାସୀଙ୍କୁ ପିଏମଙ୍କ ସମ୍ବୋଧନ, ‘ଭାରତ ଆଗକୁ ବଢ଼ିଲେ ବିଶ୍ୱ ଆଗକୁ ଯିବ’

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନୂଆ ସଂସଦ ଭବନକୁ ଲୋକାର୍ପିତ କରିଛନ୍ତି । ବୈଦିକ ରୀତିନୀତି ଅନୁସାରେ ଓ ସର୍ବ ଧର୍ମ ପ୍ରାର୍ଥନା ପରେ ଉଦଘାଟିତ ହୋଇଛି ନୂଆ ସଂସଦ ଭବନ । ସଂସଦ ଭନବରେ ସେଙ୍ଗୋଲକୁ ସ୍ଥାପିତ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ…