Latest Odisha News

BREAKING NEWS

Browsing

Video

୫ ଦିନ ଲାଗି ରହିବ କାଳବୈଶାଖୀ, ୭ ଜିଲ୍ଲାରେ ଛେଚିବ କୁଆପଥର

ଭୁବନେଶ୍ୱର: ଆଗାମୀ ୫ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ଲାଗି ରହିବ । ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନ ସହ ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ୫ ଦିନ ଯାଏ ତାପମାତ୍ରା ୪୨ ଡିଗ୍ରୀ…

ସାତକୋଶିଆରୁ ଆସିଲା ଖୁସି ଖବର, ଅଣ୍ଡା ଫୁଟି ବାହାରିଲେ ଘଡ଼ିଆଳ ଛୁଆ

ଅନୁଗୁଳ: ସାତକୋଶିଆରୁ ଆସିଛି ଖୁସି ଖବର । କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି । ଗୁରୁବାର ଅଣ୍ଡା ଫୁଟି ବାହାରିଛନ୍ତି ଘଡ଼ିଆଳ କୁମ୍ଭୀର । ମା’ କୁମ୍ଭୀର ସହ ଛୁଆ ଗୁଡ଼ିକ ଖେଳୁଥିବାର ଫଟୋ ବନ ବିଭାଗର କ୍ୟାମେରାରେ କଏଦ ହୋଇଛି । ସାତକୋଶିଆ ଗଣ୍ଡର ବଳଦମରା ନିକଟରେ…

କାଲି ସକାଳେ ନବୀନଙ୍କ କ୍ୟାବିନେଟର ନୂଆ ମନ୍ତ୍ରୀ ନେବେ ଶପଥ

ଭୁବନେଶ୍ୱର: ସୋମବାର ସକାଳେ ରାଜ୍ୟ ମନ୍ତ୍ରିମଣ୍ଡଳର ପୁନର୍ଗଠନ ହେବ । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ସକାଳ ୯ଟା ୫୦ରେ ଶପଥ ନେବେ ନୂଆ ମନ୍ତ୍ରୀ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତାକାଲି ନୂଆ ମନ୍ତ୍ରୀ ଶପଥ ନେବାକୁ ଥିବାବେଳେ ରାଜ୍ୟପାଳ ସନ୍ଧ୍ୟାରେ…

ବିଜେପିର ୨୦୨୪ ପ୍ଲାନ୍, ‘ବିଜେଡି ମୁକ୍ତ ଓଡ଼ିଶା’

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟ ବିଜେପି ‘ବିଜେଡି ମୁକ୍ତ ଓଡ଼ିଶା’ ଗଠନ ପାଇଁ ଲକ୍ଷ୍ୟ ରଖିଛି । ଆଜି ବସିଥିବା ରାଜ୍ୟ କାର୍ଯ୍ୟକାରିଣୀ ବୈଠକର ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ବିଜେପିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ୨୦୦୦ ମସିହାରୁ…

୫ ଦିନ ଯାଏ କାଳବୈଶାଖୀ, ୪୨ ଡିଗ୍ରୀ ଉପରେ ରହିବ ପାରଦ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୫ ଦିନ ଯାଏ କାଳବୈଶାଖୀ ବର୍ଷା ଲାଗି ରହିବ । ଏଥିସହ ଦିନର ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । https://twitter.com/mcbbsr/status/1659858927092383744 ଆଗାମୀ…

ବିଜେପି ହାତରୁ ଖସୁଛି କ୍ଷମତା ! ୨୦୨୪ରେ ଶକ୍ତିଶାଳୀ ହେବେ କି ବିରୋଧୀ ?

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନ ଫଳାଫଳ ଆସିବା ପରେ ବିଜେପି ହାତରୁ ଆଉ ଏକ ରାଜ୍ୟ ଖସିଛି । ଏବେ ୧୫ ରାଜ୍ୟରେ ସରକାରରେ ଅଛି ବିଜେପି । ବହୁମତ ସହ ୬ ରାଜ୍ୟରେ ବିଜେପି କ୍ଷମତାରେ ଥିବା ବେଳେ ୯ ରାଜ୍ୟରେ ସହଯୋଗୀ ଦଳ ସହ ସରକାର ଚଳାଉଛି । ଉତ୍ତର-ପୂର୍ବ ରାଜ୍ୟରେ ବିଜେପିର ସର୍ବାଧିକ…

ସ୍ଥଳ ଭାଗ ଛୁଇଁଲା ଅତି ଭୀଷଣ ବାତ୍ୟା ‘ମୋକା’, ରଚୁଛି ତାଣ୍ଡବ

ଭୁବନେଶ୍ୱର: ଅତି ଭୀଷଣ ବାତ୍ୟା ‘ମୋକା’ ସ୍ଥଳଭାଗ ଛୁଇଁବା ସହ ତାଣ୍ଡବ ରଚୁଛି । ଆରମ୍ଭ ହୋଇଛି ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା । ବାତ୍ୟା ‘ମୋକା’ ମିଆଁମାର ଓ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବା ସହ ପବନ ଓ ବର୍ଷା ବଢ଼ିବାରେ ଲାଗିଛି ।…

ଝାରସୁଗୁଡ଼ା ବିଜୟ ପରେ ବର୍ଷିଲେ ନବୀନ, କହିଲେ ସିଙ୍ଗଲ୍ କି ଡବଲ୍ ଇଞ୍ଜିନ୍ ନୁହଁ…

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଜିତିବା ପରେ ବର୍ଷିଛନ୍ତି ଦଳ ସଭାପତି ନବୀନ ପଟ୍ଟନାୟକ । ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ଦଳ ଆୟୋଜନ କରିଥିବା ବିଜୟ ଉତ୍ସବରେ ନବୀନ ଜୋରଦାର୍ ବର୍ଷିଛନ୍ତି । ନବୀନ କହିଛନ୍ତି, ପଦ୍ମପୁରରେ ବି ବିରୋଧୀ ଦଳ…

ଚେୟାର ପାଇଁ କଂଗ୍ରେସ ନେତାଙ୍କ କଳି, ପ୍ରେସମିଟରେ ତଳେ ହେଲେ ଗଡ଼ାଗଡ଼ି

ରାଉରକେଲା: ଚେୟାରରେ ବସିବାକୁ ନେଇ ହାତାହାତି ହେଲେ କଂଗ୍ରସ ନେତା । ପ୍ରେସମିଟରେ କିଏ ବସିବ ଆଗ ଧାଡ଼ିରେ ? ଯାହାକୁ ନେଇ ରାଉରକେଲାରେ ଦୁଇ ପୁରୁଖା କଂଗ୍ରେସ ନେତା ହାତାହାତି ହୋଇଛନ୍ତି । ରାଉରକେଲା କଂଗ୍ରେସ ପକ୍ଷରୁ କୌଣସି ପ୍ରସଙ୍ଗକୁ ନେଇ ଆଜି ସାମ୍ବାଦିକ ସମ୍ମିଳନୀ ଡକା ଯାଇଥିଲା ।…

ଝାରସୁଗୁଡ଼ା ଉପନିର୍ବାଚନ, କାଲି ସକାଳ ୮ଟାରୁ ୧୪ ଟେବୁଲରେ ୧୯ ରାଉଣ୍ଡ ଗଣତି

ଭୁବନେଶ୍ୱର: ଶନିବାର କଡ଼ା ସୁରକ୍ଷା ମଧ୍ୟରେ ହେବ ଝାରସୁଗୁଡ଼ା ଉପନିର୍ବାଚନ ଭୋଟ୍ ଗଣତି । ତ୍ରିସ୍ତରୀୟ ସୁରକ୍ଷା ମଧ୍ୟରେ ସକାଳ ୮ଟାରୁ ଆରମ୍ଭ ହେବ ଭୋଟ୍ ଗଣତି । ପ୍ରଥମେ ପୋଷ୍ଟାଲ୍ ବାଲାଟ୍ ଗଣତି ପରେ ସାଢ଼େ ୮ଟାରୁ ଇଭିଏମ୍ ଭୋଟ୍ ଗଣତି କରାଯିବ । ୧୦ ତାରିଖରେ ଉପନିର୍ବାଚନ ଭୋଟ୍ ଗ୍ରହଣରେ…