Latest Odisha News

BREAKING NEWS

Browsing

Video

ଉଚ୍ଛେଦ ହେଲା ଶ୍ରୀମନ୍ଦିର ଜମିରେ ଥିବା ଶ୍ରୀକୃଷ୍ଣ ସିନେମା ହଲ୍

ପୁରୀ (ସନ୍ତୋଷ ଦାସ): ଶ୍ରୀକ୍ଷେତ୍ରରେ ପୁଣି ଜବରଦଖଲ ଉଚ୍ଛେଦ । ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପଛ ପାଖରେ ଥିବା ଶ୍ରୀକୃଷ୍ଣ ସିନେମା ହଲକୁ ଉଚ୍ଛେଦ କରାଯାଇଛି । ଶ୍ରୀମନ୍ଦିର ଠାରୁ ମାତ୍ର ୧୦୦ ମିଟର ଦୂରରେ ଶ୍ରୀମନ୍ଦିର ଜମିରେ ଶ୍ରୀକୃଷ୍ଣ ସିନେମା ହଲ୍ ରହିଥିଲା । ପରିକ୍ରମା…

ୱାୟନାଡ଼ରୁ ନିର୍ବାଚନ ଲଢ଼ି ପାରନ୍ତି ପ୍ରିୟଙ୍କା ଗାନ୍ଧୀ, ରାହୁଲ ବଦଳାଇଲେ ରଣନୀତି

ନୂଆଦିଲ୍ଲୀ: ଗାନ୍ଧୀ ପରିବାର ବିନା କଂଗ୍ରେସର କଣ ହେବ ? ୱାୟନାଡ଼ରୁ କଂଗ୍ରେସ ସାଂସଦ ଭାବେ ନିର୍ବାଚିତ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପରେ ଏବେ ଭାଳେଣି ପଡ଼ିଛି । କିଏ ଲଢ଼ିବ ୱାୟନାଡ଼ରୁ ଉପନିର୍ବାଚନ ? କାରଣ ସାଂସଦ ଭାବେ ଅଯୋଗ୍ୟ ହେବା ପରେ ରାହୁଲ୍ ଆଗାମୀ ୮ ବର୍ଷ ଯାଏ ନିର୍ବାଚନ…

ବଲିଉଡ୍ କୋରିଓଗ୍ରାଫର ଓଡ଼ିଆ ପୁଅ ସଂଗ୍ରାମ

ପୁରୀ: ଓଡ଼ିଆ ପୁଅ ସଂଗ୍ରାମ । ଏବେ ବଲିଉଡରେ ଦେଖାଉଛନ୍ତି ନିଜ ଡ୍ୟାନ୍ସର ଯାଦୁ । ଶୁଆଇ ଦେଉ ନଥିବା ସ୍ୱପ୍ନ ଆଉ ଅହରହ ସଂଘର୍ଷ ସଂଗ୍ରାମଙ୍କୁ ଦେଇଛି ସଫଳତା । ଶ୍ରୀକ୍ଷେତ୍ର ପୁରୀ ମାଟିର ପୁଅ ସଂଗ୍ରାମ କେଶରୀ ବାରିକ ଏବେ ମାୟାନଗରୀ ମୁମ୍ବାଇରେ କାମ କରୁଛନ୍ତି । ବଲିଉଡର ଜଣାଶୁଣା ପ୍ରଡକ୍ସନ…

ରାହୁଲଙ୍କ ପାଇଁ ବିରୋଧୀ ଏକ, ବିଜେପିକୁ ମହଙ୍ଗା ପଡିବନି ତ ?

ଭୁବନେଶ୍ୱର: ରାହୁଲଙ୍କ ସଦସ୍ୟ ପଦ ରଦ୍ଦକୁ ନେଇ ଜାତୀୟ ରାଜନୀତି ଚଳଚଞ୍ଚଳ। ରାହୁଲଙ୍କ ବିରୋଧରେ ଏହି ନିଷ୍ପତ୍ତି ବିରୋଧୀ ଏକତାକୁ ତୀବ୍ର କରିଥିବା ଦେଖାଯାଉଛି। ଦେଶର ପ୍ରମୁଖ ବିରୋଧୀ କଂଗ୍ରେସ ହେଲେ ମଧ୍ୟ ଦେଶର ଅନ୍ୟ ବିରୋଧୀ କଂଗ୍ରେସ ସହ ମିଶି କାର୍ଯ୍ୟ କରିବାକୁ ପସନ୍ଦ କରୁ ନାହାଁନ୍ତି।…

କଂଗ୍ରେସରେ ବଢୁଛି ବିଜୟଙ୍କ ଗୁରୁତ୍ବ

ଭୁବନେଶ୍ୱର: କଂଗ୍ରେସରେ ସମସ୍ତେ ଏବେ ବିଜୟ ମୁହାଁ। ଦୀର୍ଘ ଦିନ ଧରି ଶାସନ କ୍ଷମତାରୁ ବାହାରେ ଥିବା କଂଗ୍ରେସ ନେତାଙ୍କ ପାଇଁ ବିଜୟ ହିଁ ସଂଜୀବନୀ ହେବେ ବୋଲି ଧାରଣା ସୃଷ୍ଟି ହୋଇଛି। ସେଥିପାଇଁ ବିଜୟଙ୍କ ନିକଟରେ ଏବେ ଭିଡ଼ ଦେଖିବାକୁ ମିଳୁଛି। ଆମେ କହୁଛୁ ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା…

ବିଧାନସଭା ବାହାରେ ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନଙ୍କ ଟାର୍ଗେଟ୍

ଭୁବନେଶ୍ୱର: ବିରୋଧୀଙ୍କ ଉପରେ ଜୋରଦାର ବର୍ଷିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଧାନସଭା ବାହାରେ ବିରୋଧୀଙ୍କ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ଥ ଅଭିଯୋଗର ଜବାବ ରଖିଛନ୍ତି ନବୀନ । କହିଛନ୍ତି, ଓଡ଼ିଶାରେ ଆଇନ୍ ଶୃଙ୍ଖଳା ସ୍ଥିତି ପାଇଁ ପୁଞ୍ଜିନିବେଶ ଆସୁଛି । ଯଦି ରାଜ୍ୟରେ ଆଇନ୍ ଶୃଙ୍ଖଳା…

ଜୟ ନାରାୟଣଙ୍କ ପଛରେ ବଂଶଲ ପାୱାର !

ଭୁବନେଶ୍ୱର: କାହା ବଳରେ ବଳିୟାନ ଜୟନାରାୟଣ ମିଶ୍ର? କାହାଠୁ ଏତେ ଶକ୍ତି ପାଉଛନ୍ତି ଜୟ? ଜୟଙ୍କ ପଛରେ କିଏ? ବିଭିନ୍ନ ସମ୍ବେଦନଶୀଳ ପ୍ରସଙ୍ଗରେ ସରକାରଙ୍କୁ ଲଗାତର ଟାର୍ଗେଟ କରୁଥିବା ଜୟନାରାୟଣଙ୍କୁ ବିଜେପିର କିଛି ପ୍ରଭାବଶାଳୀ ନେତା ପରୋକ୍ଷରେ ସହଯୋଗ କରୁଥିବା ଚର୍ଚ୍ଚା ହେଉଛି। ଜୟଙ୍କ…

୨ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ କାଳବୈଶାଖୀ ବର୍ଷା, ଭୁବନେଶ୍ୱରରେ ଛେଚୁଛି କୁଆପଥର

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଆସନ୍ତା ୨ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ ଘଡ଼ଘଡ଼ ସହ କୁଆପଥର ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଆସନ୍ତା ୨ ଘଣ୍ଟାରେ…

ଲାଇଭ୍ ଶୋରେ ଖବର ପଢ଼ୁ ପଢ଼ୁ ଖସି ପଡ଼ିଲେ ଆଙ୍କର, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ: ଟିଭି ଆଗରେ ଆପଣ ଆଙ୍କରକୁ ନ୍ୟୁଜ୍ ପଢ଼ୁଥିବା ଦେଖନ୍ତି । ବିଭିନ୍ନ ଖବରକୁ ଆଙ୍କର ଗମ୍ଭୀରତାର ସହ ପରସନ୍ତି । ହେଲେ ନ୍ୟୁଜ୍ ପଢ଼ୁଥିବା ବେଳେ ଆଙ୍କର ଚେୟାରରୁ ଖସି ତଳେ ପଡ଼ି ଯାଇଛନ୍ତି । ଏମିତି ଘଟିଛି ଆମେରିକାର ଲୋକପ୍ରିୟ ଚ୍ୟାନେଲ୍ ସିବିଏସର ଲାଇଭ ଶୋରେ ।…

୨୩ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ଆଉ ୪ ଦିନ ଭିଜିବ ଓଡ଼ିଶା । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିଥିବା ବେଳେ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ମିଳିଛି । ଏବେ ପୂର୍ବ ରାଜସ୍ଥାନ ଏବଂ ସଂଲଗ୍ନ ପଶ୍ଚିମ ମଧ୍ୟପ୍ରଦେଶରୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଦେଇ ଉତ୍ତର ଛତିଶଗଡ଼, ଝାଡ଼ଖଣ୍ଡ ଓ…