ବିଜେପିର ହିନ୍ଦୁତ୍ୱକୁ ଛତିଶଗଡରେ କଂଗ୍ରେସ କରିଛି ହାଇଜାକ!
ଭୁବନେଶ୍ୱର: ଛତିଶଗଡ଼ରେ ପ୍ରଥମ ପର୍ଯ୍ୟାୟ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରମୁଖ ଦଳଗୁଡିକ ଜୋରଦାର ପ୍ରଚାର କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଛତିଶଗଡ଼ରେ ପ୍ରଚାର କରିଥିବା ବେଳେ ବିଜେପିର ଅନ୍ୟ ହେଭିୱେଟ ମାନେ ମଧ୍ୟ ପ୍ରଚାର କରୁଛନ୍ତି।
ଗୃହମନ୍ତ୍ରୀ ଅମିତ ଶାହା ପଣ୍ଡରିୟା…