ଅଯୋଧ୍ୟା: ଶନିବାର ଅଯୋଧ୍ୟା ଗସ୍ତ କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ସେଠାରେ ପହଂଚି ନିର୍ମାଣ ହେବାକୁ ଥିବା ଭବ୍ୟ ରାମ ମନ୍ଦିର ପାଇଁ ସେ ୧ କୋଟି ଟଙ୍କା ଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭାବେ ଶହେ ଦିନର କାର୍ଯ୍ୟକାଳ ପୂରଣ କରିବା ଅବସରରେ ଅଯୋଧ୍ୟା ଗସ୍ତରେ ଯାଇଥିଲେ ଶିବସେନା ନେତା ଉଦ୍ଧବ ।
ଦେଢ଼ ବର୍ଷ ମଧ୍ୟରେ ଅଯୋଧ୍ୟାକୁ ଏହା ତାଙ୍କର ତୃତୀୟ ଗସ୍ତ ବୋଲି ସେ କହିଛନ୍ତି । ତାଙ୍କ ସହ ପରିବାରର ସଦସ୍ୟମାନେ ଥିବା ବେଳେ ସେ ରାମଲଲାଙ୍କ ଆଶୀର୍ବାଦ ନେବାକୁ ଆସିଛନ୍ତି ବୋଲି କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ବିଜେପି ଠାରୁ ଅଲଗା ହୋଇଛି ସତ ହେଲେ ହିନ୍ଦୁତ୍ୱଠାରୁ ନୁହେଁ । ଏଥିସହ ସେ ଉତ୍ତରପ୍ରଦେଶ ମଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଅଯୋଧ୍ୟାରେ ଏକ ଜାଗା ଦେବା ପାଇଁ ଅନୁରୋଧ କରିଛନ୍ତି । ଯଦି ସେ ଜାଗା ଦେବେ ସେଠାରେ ସେ ମହାରାଷ୍ଟ୍ର ନିର୍ମାଣ କରିବେ ବୋଲି କହିଛନ୍ତି ।
BREAKING NEWS
- Gold winning hockey players:ପୁରୁଷ ଓ ମହିଳା ହକି ଟିମ୍କୁ ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ;ଓଡ଼ିଆ ଖେଳାଳୀଙ୍କୁ ୨୦ ଲକ୍ଷ ଲେଖାଏଁ ସ୍ୱତନ୍ତ୍ର ପୁରସ୍କାର
- ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟେଷ୍ଟ୍ ଦଳ ଘୋଷଣା: ବାଦ୍ ପଡ଼ିଲେ ଅଭିଜ୍ଞ ପେସର୍ ମହମ୍ମଦ ସାମି
- ସରପଞ୍ଚ,ନାଏବ ସରପଞ୍ଚଙ୍କୁ ମିଳିବ ୬ ମାସର ସମ୍ମାନ ରାଶି; ଜାଣନ୍ତୁ କେତେ…
- ଟିପିଏସ୍ଓଡିଏଲ୍ ତରଫରୁ ଏହି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ;ସୌର ଶକ୍ତି ବାବଦରେ ସଚେତନ କରିବ
- ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଭାରତର ଦିନିକିଆ ଏବଂ ଟେଷ୍ଟ୍ ଦଳ ଘୋଷଣା
- ଭିନୁ ମଙ୍କଡ ଟ୍ରଫି: ସେହ୍ୱାଗଙ୍କ ପୁଅ ଆର୍ଯ୍ୟବୀର ଖେଳିଲେ ବିସ୍ଫୋରକ ଶତକୀୟ ଇନିଂସ
- Durga Puja Security:ଦଶହରାରେ କଟକ ଜଗିବେ ୬୦ପ୍ଲାଟୁନ ପୋଲିସ;ଲାଗିବ ୧୩୦୦ ସିସିଟିଭି,ମଣ୍ଡପରେ ହେବ ଅଗ୍ନି ନିରାପତ୍ତା ଯାଞ୍ଚ
- ବ୍ୟକ୍ତିଗତ ଜୀବନକୁ ନେଇ ବଡ ଖୁଲାସା କଲେ ଚହଲ
- Pitabas Panda Murder Case:ସାକ୍ଷୀଙ୍କୁ ଧମକ ଅଭିଯୋଗରେ ଥାନାରେ ହାଜର ହେଲେ ବିକ୍ରମ ପଣ୍ଡା, ୨୮ରେ ପୁଣି…
- କପିଲ ଦେବଙ୍କ Gen Z ପ୍ରଦର୍ଶନକାରୀଙ୍କ ପାଇଁ ପରାମର୍ଶ: ‘ସେମାନେ ଶିଖିବା ଏବଂ ଶୁଣିବା ଦରକାର, ସେମାନେ ସର୍ବଦା ଠିକ୍ ନୁହଁନ୍ତି’

Comments are closed.