ଭୁବନେଶ୍ୱର: ସାରା ଦେଶରେ କରୋନା କାୟା ବିସ୍ତାର କରିଛି । ଏଥିଯୋଗୁଁ ସବୁ କିଛି ପ୍ରଭାବିତ ହୋଇଛି । ପିଲାଙ୍କ ପାଠ ପଢ଼ା ମଧ୍ୟ ଏଥିରୁ ବାଦ୍ ପଡିନି । ତେବେ ଦେଶରେ ଅନ୍ଲକ୍-୪ ଲାଗୁ ହୋଇଥିଲେ ମଧ୍ୟ ଶିକ୍ଷାନୁଷ୍ଠାନ ଗୁଡିକରେ ସବୁ ନିୟମ କୋହଳ ହୋଇ ନାହିଁ । ତେବେ ମହାମାରୀ କରୋନାକୁ ଦୃଷ୍ଟିରେ ରଖି ଅନ୍ଲାଇନ୍ରେ ୟୁଜି ଓ ପିଜି ପରୀକ୍ଷା କରିବାକୁ ନିଷ୍ପତ୍ତି ହୋଇଛି । ରେଭେନ୍ସାରେ ୟୁଜି ଓ ପିଜି ପରୀକ୍ଷା ଅନ୍ଲାଇନ୍ରେ ହେବ । ଏନେଇ ରେଭେନ୍ସା କୁଳପତି ଇଶାନ ପାତ୍ର ସୂଚନା ଦେଇଛନ୍ତି ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.