ନବରଙ୍ଗପୁର: ବିଚାରଧୀନ କଏଦୀଙ୍କ ମୃତ୍ୟୁ । ନବରଙ୍ଗପୁର ଉପକାରାଗାରର ଜଣେ ବିଚାରାଧୀନ କଏଦୀ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ତାଙ୍କ ନାଁ ରାମଧର ଭୋତ୍ରା ଓ ଘର କୋଡ଼ିଙ୍ଗା ଥାନା ଦଶାପାଇଗୁଡ଼ା ଗାଁରେ । ଗତକାଲି ତାଙ୍କର ଦେହ ଅସୁସ୍ଥ ହୋଇଥିଲା । ଚିକିତ୍ସା ପାଇଁ ରାମଧରଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଜାନୁଆରୀ ୨୨ ତାରିଖରେ ପକସୋ ମାମଲାରେ ଗିରଫ ହୋଇ ଜେଲରେ ଥିଲେ ରାମଧର ଭୋତ୍ରା ।
BREAKING NEWS
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
Comments are closed.